‘ଅଭିଯୋଗ ପାଇଁ ହ୍ୱାଟ୍ସଆପ୍ ନମ୍ବର ଜାରି’

କଟକ: ବିଭିନ୍ନ ସମସ୍ୟାର ଅଭିଯୋଗ କରିବା ପାଇଁ ସାଧାରଣ ଜନତାଙ୍କ ପାଇଁ କଟକ ଡିସିପି ଏକ ହ୍ୱାଟ୍ସଆପ୍ ନମ୍ବର ଜାରି କରିଛନ୍ତି। ଜାରି ହୋଇଥିବା ନମ୍ବର ଟି ହେଲା ୮୭୬୩୦୬୮୧୬୭।

ଏହି ନମ୍ବରରେ ଲୋକମାନେ ସେମାନଙ୍କର ସମସ୍ୟା ବିଷୟରେ ଅଭିଯୋଗ କରିପାରିବେ ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି କଟକ ଡିସିପି। ତେବେ ଏହି ନମ୍ବରରେ କଲ୍‌ ନ କରିବା ପାଇଁ କୁହାଯାଇଛି। ଲୋକମାନେ କେବଳ ସେମାନଙ୍କର ଅଭିଯୋଗ ସମ୍ପର୍କିତ ଏସ୍‌ଏମ୍‌ଏସ୍‌, ଫଟୋ, ଭିଡିଓ ଏହି ନମ୍ବରରେ ପଠାଇପାରିବେ।

କଟକ ଡିସିପି ବ୍ୟକ୍ତିଗତ ଭାବେ ଏହି ଅଭିଯୋଗର ନିରୀକ୍ଷଣ କରିବା ସହ ଅଭିଯୋଗକାରୀଙ୍କୁ ଫୋନ୍‌ କରିବେ ବୋଲି ଟ୍ୱିଟ୍‌ରେ ଉଲ୍ଲେଖ କରଯାଇଛି। ଅଭିଯୋଗ ପରେ ଏହାର ସମାଧାନ କରିବା ପାଇଁ ଆମେ ଚେଷ୍ଟା କରିବୁ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like