ନନ୍ଦନକାନନରେ ଧଳା ବାଘ ‘ଶୁଭ୍ରାଂଶୁ’ ଅସୁସ୍ଥ

ଭୁବନେଶ୍ୱର: ନନ୍ଦନକାନନରେ ଧଳା ବାଘ ଅସୁସ୍ଥ। ‘ଶୁଭ୍ରାଂଶୁ’  ଅସୁସ୍ଥ। ବାଘ ସଫାରୀରେ ରହୁଥିବା ‘ଶୁଭ୍ରାଂଶୁ’ ଗତ କିଛିଦିନ ଧରି ଅସୁସ୍ଥ ଅଛି। ଫଳରେ ତା’ର ବିଭିନ୍ନ ପ୍ରକାର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି।

ରିପୋର୍ଟ ଆସିବା ପରେ ଧଳା ବାଘ ‘ଶୁଭ୍ରାଂଶୁ’ର କ’ଣ ହୋଇଛି, ତାହା ସ୍ପଷ୍ଟ ହେବ ବୋଲି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାଶ ସୂଚନା ଦେଇଛନ୍ତି।

‘ଶୁଭ୍ରାଂଶୁ’ ବର୍ତ୍ତମାନ ସ୍ୱାଭାବିକ ଭାବେ ଖାଦ୍ୟ ଗ୍ରହଣ କରୁଛି ଓ ତାର ଚିକିତ୍ସା ଜାରି ରହିଛି ବୋଲି ଉପନିର୍ଦ୍ଦେଶକ କହିଛନ୍ତି।

ଆହୁରି ପଢ଼ନ୍ତୁ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

You might also like