ଭୋଟ୍ ଟକ୍କର: ୨୦୧୯ରେ କାହାର ଥିଲା କେତେ ଦମ୍ ?

ଭୁବନେଶ୍ୱର: ଏଥର ବାଲେଶ୍ୱରରେ ମୁଖ୍ୟତଃ ବିଜେଡିର ସ୍ୱରୂପ ଦାସ, ବିଜେପିର ମାନସ ଦତ୍ତ ଓ କଂଗ୍ରେସ୍‌ର ମମତା କୁଣ୍ଡୁଙ୍କ ମଧ୍ୟରେ ପ୍ରତିଯୋଗିତା ହେଉଛି। ସେହିପରି ତିର୍ତ୍ତୋଲରେ ବିଜେଡିର ବିଜୟ ଶଙ୍କର ଦାସ, ବିଜେପିର ରାଜକିଶୋର ବେହେରା ଓ କଂଗ୍ରେସ୍‌ର ହିମାଂଶୁ ମଲ୍ଲିକଙ୍କ ମଧ୍ୟରେ ହେଉଛି ଲଢ଼େଇ।

୨୦୧୯ ନିର୍ବାଚନରେ ବାଲେଶ୍ୱରରେ ବିଜେପିର ମଦନ ମୋହନ ଦତ୍ତ ୧୩ ହଜାର ୪୦୬ ଭୋଟ୍‌ରେ ବିଜେଡିର ଜୀବନ ପ୍ରଦୀପ ଦାସଙ୍କୁ ହରାଇଥିଲେ। ଅନ୍ୟପକ୍ଷରେ ତିର୍ତ୍ତୋଲରେ ବିଜେଡିର ବିଷ୍ଣୁ ଦାସ ୪୦ ହଜାର ୩୮୬ ଭୋଟ୍ ବ୍ୟବଧାନରେ ବିଜେପିର ରମାକାନ୍ତ ଭୋଇଙ୍କୁ ପରାସ୍ତ କରିଥିଲେ।

ତେବେ ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଭୋଟ୍ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। କୋଭିଡ୍ ପରିସ୍ଥିତି ଭିତରେ ନିର୍ବାଚନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଜିଲ୍ଲାରୁ ରାଜ୍ୟ ପର୍ଯ୍ୟନ୍ତ ସବୁଠି ତତ୍ପରତା ପ୍ରକାଶ ପାଇଛି। ଉଭୟ ଆସନରେ ଆସନ୍ତାକାଲି ସକାଳ ୭ଟାରୁ ସଂଧ୍ୟା ୬ଟା ମଧ୍ୟରେ ଭୋଟ୍‌  ଗ୍ରହଣ ହେବ।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like