ଗାଁ ଦାଣ୍ଡରେ ମହିଳାଙ୍କୁ ଘୋଷାରି ପିଟିଲେ ଦେଢଶୁର

ଯାଜପୁର: ବିଚ୍ ରାସ୍ତାରେ ଜଣେ ମହିଳାଙ୍କୁ  ଅମାନୁଷିକ ମାଡ଼। ମାଡ ଆଉ କେହି ନୁହେଁ, ନିଜ ଦେଢଶୁର ମାରୁଛନ୍ତି। ଏହାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣାଟି ଯାଜପୁର ଜିଲ୍ଲା ନୂଆପାଟଣା ଗାଁର ବୋଲି ଜଣାଯାଇଛି। ତେବେ ସବୁଠାରୁ ଦୁଃଖର ବିଷୟ ଏହା ଯେ, ଘଟଣାସ୍ଥଳରେ ଏତେ ଲୋକ ଗଦା ହୋଇ ଦେଖୁଥିଲେ ମଧ୍ୟ କେହି ଏହାର ବିରୋଧ କରୁନାହାନ୍ତି।

ଭିଡିଓରେ ଦେଖିବକୁ ମିଳିଛି, ନୂଆପାଟଣା ଗାଁର ଗୋଟିଏ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। କୌଣସି କାରଣକୁ ନେଇ ଗଣ୍ଡଗୋଳ ଲାଗିଥିଲା। ଏହାକୁ ଭାଇବୋହୂ ବିରୋଧ କରିଥିଲେ।  ଏହି କାରଣରୁ  ବ୍ୟକ୍ତି ଜଣକ ତାଙ୍କ ଭାଇବୋହୂଙ୍କୁ ରାସ୍ତାରେ ଘୋଷାରି ଘୋଷାରି ପିଟୁଛନ୍ତି।

ଏ ନେଇ ମଙ୍ଗଳପୁର ଥାନାରେ ଉଭୟ ପକ୍ଷରୁ ମାମଲା ରୁଜୁ ହୋଇଛି। ତେବେ ପୋଲିସ କୌଣସ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।

 

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like