ମର୍ଣ୍ଣିଂ ଓ୍ୱାକ୍ କରୁଥିଲେ, ପିଟିଦେଇ ଚାଲିଗଲା ଅଜଣା ଗାଡ଼ି

ଆସିକା: ଗଞ୍ଜାମ ଜିଲ୍ଲା କୋଟିନଡା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି।

ସମ୍ପର୍କରେ ଏମାନେ ମାଉସୀ ଓ ଝିଆରୀ ବୋଲି ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ- ରଶ୍ମିତା ପରିଡ଼ା ଓ ତାଙ୍କ ଝିଆରୀ ଆଶାରାଣୀ ଖଣ୍ଡୁଆଳ।

ସୂଚନା ଅନୁସାରେ, ରଶ୍ମିତା ଓ ଆଶାରାଣୀ ଆଜି ସକାଳ ପ୍ରାୟ ୭ଟା ସମୟରେ ମର୍ଣ୍ଣିଂ ଓ୍ୱାକ୍‌ରେ ଆସିଥିବା ବେଳେ କେ.ଲଛମନପଲ୍ଲୀ ନିକଟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଗାଡ଼ି ସହ ଡ୍ରାଇଭର ଫେରାର ଅଛି।

ଖବରପାଇ କୋଟିନଡା ଫାଣ୍ଡି ପୋଲିସ୍‌ ଓ ଆସିକା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like