ସ୍ୱାମୀଙ୍କ ସହ ମେଡିକାଲ୍‌ ଯାଉଥିଲେ, ଚଢ଼ିଗଲା ଟ୍ରକ୍‌

ବଲାଙ୍ଗିର: ମେଡିକାଲ୍‌ ଯାଉଥିବା ବେଳେ ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌। ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ବଲାଙ୍ଗିର ଥାଉନ୍‌ ଥାନା ସମ୍ମୁଖରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଲାଙ୍ଗିର ଜିଲ୍ଲା ଚନ୍ଦନଭାଟି ଗାଁର ସୌକୀ ସାହୁ ଓ ତାଙ୍କ ସ୍ତ୍ରୀ ରଜନୀ ବାଇକ୍‌ରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ୍‌କୁ ପାଇଁ ଯାଉଥିଲେ। ଏହି ସମୟରେ ଥାଉନ୍‌ ଥାନା ସମ୍ମୁଖରେ ଏକ ଟ୍ରକ୍‌ ସେମାନଙ୍କର ବାଇକ୍‌ ଉପରେ ଚଢ଼ି ଯାଇଥିଲା।

ଘଟଣାସ୍ଥଳରେ ରଜନୀଙ୍କ ମୃତ୍ୟୁ ଘଟିଥିବା ବେଳେ ସୌକୀ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେ ଆହତ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like