ମହାନଦୀକୁ ଖସିପଡ଼ିଲେ ଅଭିନେତା ଅମ୍ଲାନଙ୍କ ପତ୍ନୀ

କଟକ:  ମହାନଦୀରୁ ଓଲିଉଡ ଅଭିନେତା ଅମ୍ଳାନଙ୍କ ପତ୍ନୀ ଉଦ୍ଧାର। କଟକ ମଧୁସୂଦନ ସେତୁ ନିକଟରୁ ସ୍ଥାନୀୟ ଲୋକ ଓ ପୋଲିସ୍ ତାଙ୍କୁ ପାଣିରୁ ଉଦ୍ଧାର କରିଛନ୍ତି।  ନଦୀରେ ପୂଜା ସାମଗ୍ରୀ ବିସର୍ଜନ କରୁଥିବା ବେଳେ ସେ ଖସିପଡ଼ିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି।

ଉଦ୍ଧାର କରାଯିବା ପରେ ସିଡିଏ ଫେଜ୍-୨ ଥାନାରେ ପହଞ୍ଚିଛନ୍ତି ଅମ୍ଳାନଙ୍କ ସହ ନଦୀରୁ ଉଦ୍ଧାର ହୋଇଥିବା ତାଙ୍କ ପତ୍ନୀ। ତେବେ ଏହା ଦୁର୍ଘଟଣା ନା ଅନ୍ୟ କିଛି କାରଣ ସେନେଇ ପୋଲିସ୍ ତଦନ୍ତ କରୁଛି ତେବେ ଏନେଇ ଅମ୍ଲାନ କିମ୍ବା ତାଙ୍କ ପରିବାର ଲୋକଙ୍କ ପ୍ରତିକ୍ରିୟା ମିଳିପାରିନି।

ଅଘଟଣ ସଂପର୍କରେ ଅଭିନେତା ଅମ୍ଲାନ କହିଛନ୍ତି ଯେ ପୋଲରେ ପୂଜା ସାମଗ୍ରୀ ବିସର୍ଜନ ବେଳେ ଗୋଡ଼ ଖସି ଯାଇଥିଲା। ମୁଁ ତାଙ୍କୁ ସାଥିରେ ନେଇ ବିସର୍ଜନ କରିବାକୁ ଯାଇଥିଲି। ଏହିପରି ସ୍ଥିତିରେ ସେ ଖସି ପଡ଼ିଥିବା ମୁଁ ଦେଖିଛି। ତତ୍‌କ୍ଷଣାତ ପୋଲିସକୁ ଫୋନ କରାଯାଇଥିଲା। ପୋଲିସ ପୋଲରୁ ଡେଇଁ ତାଙ୍କୁ ଉଦ୍ଧାର କରିଛି। ସୌଭାଗ୍ୟବଶତଃ କୌଣସି ଇଞ୍ଜୁରୀ ନାହିଁ ବୋଲି ଅମ୍ଲାନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଭିଡିଓ ଜାରି କରି ମୁହଁ ଖୋଲିଲେ ଅଭିନେତା ଅମ୍ଲାନଙ୍କ ପତ୍ନୀ, କହିଲେ- କାହିଁକି ମହାନଦୀକୁ ଖସି ପଡ଼ିଲେ ?

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like