ମହିଳାଙ୍କୁ ମାଡ଼ିବସି କାମୁଡ଼ି ମାରିଦେଲେ ଅନ୍ୟ ଜଣେ ମହିଳା

ସୁନ୍ଦରଗଡ଼: ସନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ଡାୟାରଟୋଲିରେ ଅଭାବନୀୟ ଘଟଣା। ଜଣେ ମହିଳା ଅନ୍ୟଜଣେ ମହିଳାଙ୍କୁ କାମୁଡ଼ି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ସୁଗନ ତୂରୀ।

ଶନିବାର ପଡ଼ୋଶୀ ସୁମିତ୍ରା ତୁରୀଙ୍କ ସହ ସୁଗନଙ୍କ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ରାଗିଯାଇ ସୁମିତ୍ରା ସୁଗନଙ୍କୁ ମାଡ଼ିବସୀ ତାଙ୍କ ବେକକୁ କାମୁଡି ଦେଇଥିଲେ। ଘଟଣା ସ୍ଥଳରେ ସୁଗନଙ୍କ ମୃତ୍ୟୁ ହୋଇଥିଲା।

ସକାଳେ ଖବର ପାଇ ହାତୀବାରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ କାହିଁକି ସୁମିତ୍ରା ଏପରି କାଣ୍ଡ କଲେ ତା’ର ସଠିକ କାରଣ ଜଣା ପଡ଼ିନାହିଁ। ଏନେଇ ସୁମିତ୍ରା ତୁରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like