ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ନିଆଳି: ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ ହୋଇଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ନିଆଳିର ଜଣେ ଛାତ୍ର ଏଭଳି ଅଭିଯୋଗ ଆଣିଛନ୍ତି।

ନିଆଳି ବ୍ଲକ୍ ସିଠାଳୋ ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର ବିକାଶ ସ୍ୱାଇଁ ଏହି ଅଭିଯୋଗ ଆଣିଛନ୍ତି। କୋଭିଡ୍ ପାଇଁ ବିଜ୍ଞାନରେ ମୋଟ୍‌ ୮୦ ମାର୍କର ପରୀକ୍ଷା ହୋଇଥିଲା। ଅବ୍‌ଜେକ୍ଟିଭ୍‌ରେ ୫୦ ମାର୍କ ଓ ସବ୍‌ଜେକ୍ଟିଭ୍‌ରେ ୩୦ ମାର୍କର ପରୀକ୍ଷା ହୋଇଥିଲା।

ହେଲେ ସବ୍‌ଜେକ୍ଟିଭ୍‌ରେ ବିକାଶଙ୍କୁ ୩୦ ମାର୍କରୁ ୪୨ ମାର୍କ ମିଳିଥିବା ବେଳେ ହିନ୍ଦୀରେ ତାଙ୍କୁ କୌଣସି ନମ୍ବର ମିଳିନଥିବା ସେ ଅଭିଯୋଗ କରିଛନ୍ତି। ତେଣୁ ଏହା ତ୍ରୁଟିପୂର୍ଣ୍ଣ ବୋଲି ସେ ଅଭିଯୋଗ ଆଣିଛନ୍ତି।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like