୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲି ସକାଳ ୮ଟା ୩୦ ଯାଏଁ ୫ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଏପଟେ ଏହାରି ମଧ୍ୟରେ ପାରାଦୀପରେ ସର୍ବାଧିକ ୨୦ ମିଲିମିଟର, ଗଞ୍ଜାମରେ ୧୪.୬ ଏବଂ ରାୟଗଡା ୧୪ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସମ୍ଭାବ୍ୟ ଲଘୁଚାପ ବଳୟକୁ ଦୃଷ୍ଟିରେ ରଖି ୨୦ ତାରିଖରୁ ବର୍ଷାର ପରିମାଣ ବଢିପାରେ। ଏଥିପାଇଁ ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିଲା।

୧୯, ୨୦, ୨୧ ତାରିଖ ଏହି ତିନି ଦିନ ମତ୍ସ୍ୟଜୀବୀମାନଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗର ଭିତରକୁ ନ ଯିବା ପାଇଁ ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like