ଅଧାରାସ୍ତାରୁ ବରକୁ ଗିରଫ କଲା ପୁଲିସ୍‌

ମହଙ୍ଗା ପଡ଼ିଲା ନାବାଳିକାଙ୍କୁ ପ୍ରତାରଣା

ଅସ୍ତରଙ୍ଗ : ମହଙ୍ଗା ପଡ଼ିଲା ନାବାଳିକାଙ୍କୁ ପ୍ରତାରଣା। ବିବାହର ପ୍ରତିଶ୍ରୁତି ଦେଇ ଅନ୍ୟତ୍ର ବିବାହ କରିବାକୁ ଯିବା ବେଳେ ବରକୁ ଗିରଫ କଲା ପୁଲିସ୍‌। ପୁରୀ ଅସ୍ତରଙ୍ଗରୁ ଆସିଛି ଏହି ଅଭିଯୋଗ।

ବିବାହର ପ୍ରତିଶ୍ରୁତି ଦେଇ ନାନକେରା ଗାଁର ହାପି କାଣ୍ଡି ଜଣେ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ତେବେ କଥା ଜଣାପଡିବା ପରେ ବିବାହ କରାଇଦେବାକୁ ଉଭୟ ପରିବାର ସ୍ଥିର କରିଥିଲେ। ତେବେ ଗତକାଲି ହାପି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାକୁ ଯାଉଥିବା ବେଳେ ପୁଲିସ୍‌ ହାପି ଓ ତାଙ୍କ ବାପାଙ୍କୁ ଗିରଫ କରିଛି।

ପୁଲିସ୍‌ ଅଭିଯୁକ୍ତର ଡାକ୍ତରୀ ମାଇନା କରିବା ସହ ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

You might also like