ଚାକିରି ପ୍ରଲୋଭନ ଦେଖାଇ କୋଟି କୋଟି ଟଙ୍କା ଲୁଟ୍‌

ଭୁବନେଶ୍ୱର (ଅତୁଲ୍ୟ ବାଉତ): ରାଜଧାନୀରେ ଚାକିରି କରାଇଦେବା ନାଁରେ ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଚାକିରିର ପ୍ରଲୋଭନ ଦେଖାଇ ଜଣେ ଯୁବକ କୋଟି କୋଟି ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଯୁବକ ଜଣକ ଠକେଇ କରୁଥିବା ସଂସ୍ଥାର ଏମ୍‌ଡି ସୁବାସ ନାୟକ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ସୁବାସ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଚାକିରୀ କରାଇଦେବା କହି ଯୁବକ ଯୁବତୀଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଲୁଟୁଥିଲା ବୋଲି ଅଭିଯୋଗ ହୋଇଛି।

ଲୋକଙ୍କୁ ଠକି ସୁବାସ ରାତାରାତି ଫେରାର ହେବାପାଇଁ ଯୋଜନା ଚଳାଇଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଠକାମିର ଶିକାର ହୋଇଥିବା ଯୁବକ ଯୁବତୀ ଗତକାଲି ସନ୍ଧ୍ୟାରେ ତାଙ୍କୁ ଧରି ଚନ୍ଦ୍ରଶେଖରପୁର ପୁଲିସ୍‌ର ଜିମା ଦେଇଥିଲେ।

ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like