ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଯାଜପୁର: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲ୍ଲା କୋରେଇ ବ୍ଲକ୍ ତଣ୍ଡରା ଗାଁରେ ଘଟିଛି ଏହି ଅଘଟଣ। ମୃତ ଯୁବକ ତଣ୍ଡରା ଗାଁର ନରେନ୍ଦ୍ର ମଲିକ ବୋଲି ଜଣାପଡିଛି। ନରେନ୍ଦ୍ର ତାଙ୍କ କୁକୁଡା ଫାର୍ମ ଛାତ ଉପରେ ଲୁହା ପାଇପ୍ ବିଛାଉଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ।

ନରେନ୍ଦ୍ରଙ୍କ ମୃତ୍ୟୁ ପାଇଁ ଗାଁଲୋକେ ବିଦ୍ୟୁତ୍‌ ବିଭାଗର ଅବହେଳାକୁ ଦାୟୀ କରିଛନ୍ତି। ଗାଁ ଭିତରେ କମ୍ ଉଚ୍ଚତାରେ ୧୧କେଭି ତାର ଯାଇଥିବାରୁ ଏହାକୁ ହଟାଇବା ପାଇଁ ଗ୍ରାମବାସୀ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଦାବି କରିଆସୁଥିଲେ। ବିଦ୍ୟୁତ୍‌ ବିଭାଗ ଉପଯୁକ୍ତ ପଦକ୍ଷେପ ନେଇଥିଲେ ଏଭଳି ଘଟଣା ଘଟିନଥାନ୍ତା ବୋଲି ଗ୍ରାମବାସୀ କହିଛନ୍ତି। ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦେବାକୁ ଗାଁ ଲୋକ ଦାବି କରିଛନ୍ତି।

 

ଆହୁରି ପଢ଼ନ୍ତୁ

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

You might also like