ପରିତ୍ୟକ୍ତ କୂଅରୁ ମିଳିଲା ଯୁବକଙ୍କ ମୃତଦେହ

ଗଞ୍ଜାମ : ପରିତ୍ୟକ୍ତ କୂଅରୁ ମିଳିଲା ଯୁବକଙ୍କ ମୃତଦେହ। ଗଞ୍ଜାମ ଜିଲ୍ଲା ସୋରଡ଼ାର ଗୋଚ୍ଛାମିଲ ପାଖରେ ଥିବା ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ସ୍ଥାନୀୟ ବାଲାପଙ୍କା ଗାଁର ବେଣୁଧର ମଲ୍ଲିକ।

ତେବେ ବେଣୁଧରଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ନେଇ ପରିବାର ଲୋକେ ସୋରଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଗତକାଲି ବଚସାରୁ ଯୁବକଙ୍କୁ ହତ୍ୟା କରି କୂଅ ଭିତରେ ଫୋପାଡ଼ି ଦିଆଯାଇଥିବା ଅଭିଯୋଗ ହୋଇଛି।

You might also like