ନବବଧୂକୁ ହତ୍ୟା କରିବା ପରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଯୁବକ ନବବଧୂଙ୍କ ତଣ୍ଟିକାଟି ହତ୍ୟା କରିବା ପରେ ନିଜେ ମଧ୍ୟ ତଣ୍ଟିକାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବିବାହର ୧୦ ଦିନ ପରେ ନବବଧୂ ଜଣଙ୍କ ସ୍ୱାମୀଙ୍କ ସହ ବୁଗୁଡ଼ା ଥାନା ଅନ୍ତର୍ଗତ ଏ. କରଡ଼ାବାଡ଼ି ସ୍ଥିତ ତାଙ୍କ ବାପ ଘରକୁ ଆସିଥିଲେ। ଯୁବକ ଜଣଙ୍କ ମଧ୍ୟ ସେହି ଗାଁର। ଯୁବକ ଜଣଙ୍କ ହଠାତ୍ ଆଜି ତାଙ୍କ ଘରେ ପଶି ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like