ଦୌଡ଼ୁଥିବା ଘୋଡ଼ା ପିଠିରେ ଠିଆ ହୋଇ ତ୍ରିରଙ୍ଗା ଉଡ଼ାଇଲେ ବାଳକ

ଗୁଜରାଟ  : ଦୌଡ଼ୁଥିବା ଘୋଡ଼ା ପିଠିରେ ଠିଆ ହୋଇ ତ୍ରିରଙ୍ଗା ଉଡ଼ାଇଲେ ୧୪ ବର୍ଷୀୟ ବାଳକ।  ଗୁଜରାଟ ପାଟଣ ଜିଲ୍ଲା ଅମରାପୁରାର ଏହି ବାଳକ ଅବ୍‌ଦୁଲର ଘୋଡ଼ା ଚଢ଼ିବାର କୌଶଳ ଓ ଦୁଃସାହସ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଉଲ୍ଲେଖନାୟ ଯେ, ସ୍ୱାଧୀନତା ଦିବସ ଅବସରରେ ଘୋଡ଼ା ପିଠିରେ ଠିଆ ହୋଇ ଦୁଇ ହାତରେ ଅବ୍‌ଦୁଲ ଜାତୀୟ ପତାକା ଉଡ଼ାଇଥିଲେ । ଆଉ ଏହି ଭିଡ଼ିଓ ଏବେ ସୋଶାଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଅଶ୍ୱାରୋହଣ ପ୍ରତି ଅବ୍‌ଦୁଲଙ୍କର ପିଲାଟି ଦିନରୁ ରୁଚି ଥିବା ବେଳେ ତାଙ୍କର ଏହି ଘୋଡ଼ାର ନାଁ ସୁଲ୍‌ତାନ ରଖିଛନ୍ତି।

ଆହୁରି ପଢ଼ନ୍ତୁ

ରହସ୍ୟରେ ଆଟଲସ୍‌ ସାଇକେଲ୍‌ କଂପାନୀ ମାଲିକଙ୍କ ପତ୍ନୀଙ୍କ ଆତ୍ମହତ୍ୟା !

ମିଶନ ଗଗନଯାନରେ ସାମିଲ ହେବ ଏହି ମହିଳା ରୋବୋଟ

ପିତା ନିଜ ନବଜାତ ପୁଅର ନାଁ ରଖିଲେ ‘କଂଗ୍ରେସ’ !

ସୋଶାଲ୍ ମିଡିଆରେ ଭାଇରାଲ୍ ଡାକ୍ତର-ରୋଗୀଙ୍କ ସୁସଂପର୍କ

ମାସର ସେହି ଦିନର ଯନ୍ତ୍ରଣା ଓ ଘରୋଇ ଉପଚାର…

ହାତ ଠାରି ଡାକେ ପ୍ରକୃତି… ମନ ମୋହୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ

ସ୍ୱପ୍ନ ହେଲା ସତ ; ଲମ୍ୱା କେଶ ପାଇଁ ବିଶ୍ୱ ରେକର୍ଡ କଲେ ଯୁବତୀ  

୫ଶ୍ରେଣୀ ଛାତ୍ରଙ୍କ ମହତ ଉଦ୍ୟମ ; ପେଟ୍ରୋଲ ଚାଳିତ ସାଇକେଲ ନିର୍ମାଣ କରି ଚର୍ଚ୍ଚାରେ

ମା’ ହେଲେ ୧୧ବର୍ଷୀୟା ଛାତ୍ରୀ, ହଷ୍ଟେଲ୍‌ରେ ଜନ୍ମ କଲେ ପିଲା !

ସ୍ମାର୍ଟଫୋନ୍‌ରେ ବଡ଼ ଡିସ୍‌କାଉଣ୍ଟ , ଏକ୍ସଚେଞ୍ଜ ଅଫର ବି ଉପଲବ୍ଧ : ସୀମିତ ସମୟ

ହେଲମେଟ ନପିନ୍ଧି ଗାଡ଼ି ଚଳେଇଲେ ଲେଖିବାକୁ ହେବ ୧୦୦ ଶବ୍ଦରେ ପ୍ରବନ୍ଧ

ରିଲାକ୍ସ ହ୍ୱାଟ୍ସଆପ୍‌ ୟୁଜର୍‌; ଏବେ ଆଉ ଏମିତି ହେବନି !

You might also like