ତଳି ବୁଢ଼ା ହେଲାଣି, ବିଲକୁ ଅାସୁନି ପାଣି

ଢେଙ୍କାନାଳ : ତଳି ବୁଢ଼ା ହେଲାଣି ବିଲରେ ନାହିଁ ପାଣି। ଏବେ କଣ କରିବେ, ସେ ନେଇ ଚିନ୍ତାରେ ଚାଷୀ । ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍‌ ଓଡ଼ିଶ ଅଞ୍ଚଳର ବାରୁଆଁ, ଗଡ଼ନୃସିଂହପ୍ରସାଦର ଶହ ଶହ ଏକର ଜମିରେ ପାଣି ଯୋଗାଇବାକୁ ଡମଶାଳା କେନାଲରେ ପାଣି ଛଡାଯାଉଥିଲା। ଏବେ କୋଟି କୋଟି ଟଙ୍କା ବ୍ୟୟରେ ଏହି କେନାଲକୁ ରେଙ୍ଗାଳୀ ପକ୍ଷରୁ ନୂତନ ଭାବେ ନିର୍ମାଣ କରାଯାଇଛି।

ଏଥିରେ ଜମିକୁ ପାଣି ମାଡ଼ୁଥିବା କେନାଲର ବାଟବନ୍ଦ କରାଯିବା ସହ ଉଚ୍ଚା କରାଯାଇଛି। ଫଳରେ ଓଡ଼ିଶ ଅଞ୍ଚଳର ଜମିକୁ ପାଣି ମାଡ଼ିନି। ଜମିକୁ ପଡ଼ିଆ ରଖିବା ସହ ଗାଈ ଗୋରୁ ଛାଡ଼ିଲେଣି ଲୋକେ।

ନୂତନ କେନାଲ ଖୋଳା ହେଲା। ହେଲେ ଉପରମୁଣ୍ଡରେ ଥିବା ଚାଷୀଙ୍କ ଦୁଃଖ ବଢିଲା। ସମସ୍ୟାର ସମାଧାନ ଲାଗି ଅଞ୍ଚଳବାସୀ ବାରମ୍ବାର ଦାବି କଲେ ବି ସେମାନଙ୍କ କଥା କେହି ଶୁଣୁନଥିବା ଅଭିଯୋଗ ହୋଇଛି। ଏ ନେଇ ଉପଜିଲ୍ଲାପାଳଙ୍କୁ ପଚାରିବାରୁ ବିଡ଼ିଓଙ୍କ ସହ କଥା ହୋଇ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।

ଆହୁରି ପଢ଼ନ୍ତୁ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

You might also like