ପୁଲିସ ୟୁନିଫର୍ମରେ ମୁଖ୍ୟମନ୍ତ୍ରୀଙ୍କଠୁ ଅାଶୀର୍ବାଦ ନେବା ଫଟୋ ଭାଇରାଲ

ବିବାଦ ଘେରରେ ପୋଲିସ ଅଧିକାରୀ

ଗୋରଖପୁର : ମୁଖ୍ୟମନ୍ତ୍ରୀଙ୍କ ଅାଶିଷ ଲାଭ କରିଛନ୍ତି ପୋଲିସ ଅଧିକାରୀ। ତାହା ପୁଣି ପୁଲିସ ୟୁନିଫର୍ମରେ। ଏପରି ଘଟଣା ପରେ ଏବେ ପୁଣି ଥରେ ବିବାଦ ଘେରକୁ ଅାସିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅାଦିତ୍ୟନାଥ।

ଗୋରଖପୁର ସର୍କଲ ଅଫିସର୍ ପ୍ରବୀଣ କୁମାର ସିଂ ଗତକାଲି ଗୁରୁ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଅାଦିତ୍ୟନାଥଙ୍କୁ ଭେଟିଥିଲେ। ତେବେ ଏହି ସମୟରେ ସେ ତାଙ୍କଠୁ ଅାର୍ଶୀବାଦ ନେଉଥିବା ଫଟୋକୁ ସୋସିଅାଲ୍ ମିଡିଅାରେ ଅପଲୋଡ୍‌ କରିଥିଲେ ସେ। ଯାହାକୁ ନେଇ ଏବେ ବିବାଦ ଦେଖାଦେଇଛି।

ତେବେ ସେ ଯୋଗୀ ଅାଦିତ୍ୟନାଥଙ୍କୁ ଗୋରଖନାଥ ମନ୍ଦିରର ମଠାଧୀଶ ଭାବେ ଅାର୍ଶୀବାଦ ନେଇଥିଲେ ବୋଲି ସ୍ପଷ୍ଟ କରିବା ସହ ପରେ ଏହି ପୋଷ୍ଟକୁ ଡିଲିଟ୍‌ କରିଦେଇଛନ୍ତି ପ୍ରବୀଣ।

 

ଆହୁରି ପଢ଼ନ୍ତୁ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

You might also like