ଏୟାରପୋର୍ଟରେ ଚେକିଂ ବେଳେ ବ୍ୟାଗ୍ ଭିତରୁ ମିଳିଲା ୫ ମାସର ଶିଶୁ !

ଦୁବାଇ  :  ବନ୍ଦ ବ୍ୟାଗ୍‌ ଭିତରୁ ମିଳିଲା ଶିଶୁ । ଦୁବାଇ ଏୟାରପୋର୍ଟରୁ ବ୍ୟାଗ୍ ଭିତରୁ ମିଳିଲା ଏହି ଜୀବନ୍ତ ଶିଶୁଟି। ଶିଶୁଟିକୁ ଅପହରଣ କରି କରାଚିରୁ ଏକ ଟ୍ରାଭେଲ ବ୍ୟାଗ୍ ଭିତରେ କେହି ଯାତ୍ରୀ ଲୁଚାଇ ନେଉଥିଲା।  ଏତିକି ବେଳେ ସୁରକ୍ଷାକର୍ମୀଙ୍କ ହାବୁଡରେ ପଡି ଧରାପଡିଲା।

ଉଦ୍ଧାର ଶିଶୁଟିର ବୟସ ୫ ମାସ ହେବ। ଏହି ଘଟଣା ସମ୍ପର୍କରେ ଗତ ୧୪ ତାରିଖ ଦିନ ଆଇପିଏସ୍ ଅଧିକାରୀ ଏଚ୍‌ଜିଏସ୍ ଧଲିଓ୍ୱାଲ ଟ୍ୱିଟ୍ କରି ଜଣାଇବା ପରେ ଘଟଣାଟି ସାରା ବିଶ୍ୱରେ ଚର୍ଚ୍ଚାର ପରିସରକୁ ଆସିଥିଲା। ଉଦ୍ଧାର ଶିଶୁଟି ଏବେ ସୁସ୍ଥ ଅଛି।

 

ଆହୁରି ପଢ଼ନ୍ତୁ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

ବାପାଙ୍କ ସହ ମିଶି ଅଷ୍ଟମ ଶ୍ରେଣୀର ଛାତ୍ର କଲା ନିଆରା ଉଦ୍ଭାବନ

You might also like