ଗ୍ରାହକଙ୍କୁ ଜିଓ ଦେଲା ଝଟ୍‌କା

ନୂଆଦିଲ୍ଲୀ :  ମୋବାଇଲ୍ ଉପଭୋକ୍ତାଙ୍କୁ ଝଟ୍‌କା ଦେଲା ଜିଓ ନେଟ୍ଓ୍ୱାର୍କ । ଏଣିକି ଜିଓରୁ ଅନ୍ୟ ନେଟଓ୍ୱାର୍କକୁ କଲ୍ କଲେ ଗଣିବାକୁ ପଡ଼ିବ ଟଙ୍କା। ଗ୍ରାହକଙ୍କୁ ମିନିଟ୍‌କୁ  ୬ ପଇସା ହିସାବରେ ଦେବାକୁ ହେବ।

ଅକ୍ଟୋବର ୧୦ ଅର୍ଥାତ୍‌ ଆସନ୍ତା କାଲିଠୁ ଜିଓର ନୂଆ ଦର ଲାଗୁ ନେଇ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସୂଚନା।

ଟ୍ରାଇର ନୂଆ ନିୟମ ଯୋଗୁଁ ଜିଓର ୧୩, ୫୦୦ କୋଟି କ୍ଷତି ହୋଇଛି। ଏଣୁ ଇଣ୍ଟରକନେକ୍ସନ୍ ୟୁସେଜ୍ ଚାର୍ଜ(IUC)କୁ କୋଟି କୋଟି ଟଙ୍କା ଗଣୁଛି ଜିଓ। ତେବେ ଜିଓରୁ ଜିଓ ନେଟଓ୍ୱାର୍କକୁ ଫୋନ୍ କଲେ ପଡ଼ିବନି ଅତିରିକ୍ତ ଚାର୍ଜ।

ତେବେ ଜିଓ ପକ୍ଷରୁ କିଛି ନୂଆ ଅଫର ଘୋଷଣା କରାଯାଇଛି, ୧୦ ଟଙ୍କାରେ ଅନ୍ୟ ନେଟୱର୍କକୁ ୧୨୪ ମିନିଟ୍‌ ପର୍ଯ୍ୟନ୍ତ କଲ ଓ ଗୋଟିଏ ଜିବି ଡାଟା ମିଳିବ। ସେହିପରି ୨୦ ଟଙ୍କାରେ ୨୪୯ ମିନିଟ୍ ପର୍ଯ୍ୟନ୍ତ କଲ ଓ ୨ ଜିବି ଡାଟା ମିଳିବ। ୫୦ ଟଙ୍କିଆ ରିଚାର୍ଜରେ ୬୫୬ ମିନିଟ୍‌ ପର୍ଯ୍ୟନ୍ତ କଲ ଓ ୫ ଜିବି ଡାଟା ଓ ୧୦୦ ଟଙ୍କିଆ ରିଚାର୍ଜରେ ୧୩୬୨ ମିନିଟ୍ ପର୍ଯ୍ୟନ୍ତ ଅଲଗା ନେଟୱର୍କକୁ କଲ ଓ ୧୦ ଜିବି ଡାଟା ମିଳିବ।

ଆହୁରି ପଢ଼ନ୍ତୁ

ଆକାଶରୁ ଏକ ମାସ ଧରି ନିଖୋଜ ହୋଇଯାଇଥିଲା ଜହ୍ନ

ଅଜଗର ମୁହଁରୁ ଏମିତି ବର୍ତ୍ତିଗଲା ହରିଣ

BSNLର ଜବରଦସ୍ତ ପ୍ଲାନ୍; ପ୍ରତିଦିନ ୨ଜିବି ଡାଟା ସହିତ ଅନ୍‌ଲିମିଟେଡ୍‌ କଲିଂ ସୁବିଧା

କରୋନା ଭୟରେ ବୃଦ୍ଧା ମା’ଙ୍କୁ ଘରେ ପୂରାଇ ଦେଲାନି ପୁଅ

‘ଘରେ ନାହିଁ ଦାନାକନା, ପୁଅ କହୁଛି ମୁଁ ରାଜେଶ୍ ଖାନ୍ନା’

୩ ମାସ ବିତିଲା, ତଥାପି ଡାକ୍ତରଖାନା ସମ୍ମୁଖରେ ମାଲିକଙ୍କୁ ଜଗିଛି କୁକୁର

ଜିଓ ଫାଇବର୍‌ର ଏହି ପ୍ଲାନ୍‌ରେ ମିଳୁଛି ଡବଲ୍‌ ଡାଟା

ଏଇ କୋଠାରେ ଗଚ୍ଛିତ ରହିଛି ୨୮ ଟନ୍ ସୁନା !

ନବଜାତକର ଚିକିତ୍ସା ପାଇଁ ଏ ଡାକ୍ତରଖାନାରୁ ସେ ଡାକ୍ତରଖାନା ଧାଇଁଲେ ବାପା, କେହି ଶୁଣିଲେନି

୬ ଫୁଟ ନୁହେଁ, ୨୦ ଫୁଟ ଦୂର ପର୍ଯ୍ୟନ୍ତ ବ୍ୟାପିପାରେ କରୋନା ଭାଇରସ୍‌

ମୃତ୍ୟୁର ଉପତ୍ୟକା-ଯେଉଁଠି ତାପମାତ୍ରା ୫୬.୭ ଡିଗ୍ରୀ

ଅଧିକ ଲୁଣ ଖାଉଛନ୍ତି କି ? ରହିଛି ଏସବୁ ବିପଦ

You might also like