ମାଗଣାରେ ଢାବାରେ ଲୋକଙ୍କୁ ଖାଇବାକୁ ଦେଉଛନ୍ତି ଏହି ବ୍ୟକ୍ତି

ନୂଆଦିଲ୍ଲୀ: ଆଜିକାଲିର ବ୍ୟୟବହୁଳ ସମାଜରେ ମାଗଣାରେ କ’ଣ ମିଳେ? କିନ୍ତୁ ଯେଉଁମାନେ ଦେବାର ମନୋବୃତ୍ତି ରଖନ୍ତି ସେମାନେ ତାଙ୍କ ପାରୁପର୍ଯ୍ୟନ୍ତ ଲୋକଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରନ୍ତି। ଏଇ ଯେମିତି ଗୁଜୁରାଟ ମୋରବି ସହରରେ ରହୁଥିବା ବଚୁ ଦାଦା। ଏହି ୭୨ବର୍ଷିୟ ବୃଦ୍ଧଙ୍କର ଗୋଟେ ଢାବା ରହିଛି। ଏହି ଢାବାର ବିଶେଷତ୍ୱ ହେଉଛି ପାଖରେ ଟଙ୍କା ନଥିଲେ ମଧ୍ୟ ଆପଣ ଏଠାରେ ଖାଦ୍ୟ ଖାଇପାରିବେ।

ଦୀର୍ଘ ୪୦ବର୍ଷ ଧରି ବଚୁ ଦାଦା ଏହି ଢାବା ଚଲାଉଛନ୍ତି। ଛୋଟିଆ ଚାଳ ଘରେ ବଚୁ ଦାଦା ଢାବା କରିଛନ୍ତି। ଖାଦ୍ୟ ଥାଳି ପିଛା ଏଠାରେ ୪୦ଟଙ୍କା ରଖାଯାଇଛି। ଯଦି କାହା ପାଖରେ ୧୦-୨୦ ମଧ୍ୟ ଅଛି ସେ ସମ୍ପୂର୍ଣ୍ଣ ଥାଳି ଖାଇପାରିବ। ଯଦି କାହା ପାଖରେ ଆଦୌ ଟଙ୍କା ନାହିଁ ତଥାପି ବଚୁ ଦାଦା ସେହି ଲୋକଙ୍କୁ ତାଙ୍କ ଢାବାରୁ ବିନା ଖାଇବାକୁ ଦେଇ ଛାଡନ୍ତିନି।

ସୂଚନାଯୋଗ୍ୟ, ଗତ କିଛି ମାସ ତଳେ ବଚୁ ଦାଦାଙ୍କ ପତ୍ନୀଙ୍କର ମୃତ୍ୟୁ ହୋଇଯାଇଥିଲା। ସେତେବେଳେ ମଧ୍ୟ ସେ ଢାବା ଖୋଲି ଲୋଙ୍କୁ ଏମିତି ଖାଇବାକୁ ଦେଉଥିଲେ। ବଚୁ ଦାଦା ସ୍ୱାଦିଷ୍ଟ ରୋଷେଇ କରନ୍ତି। ଯେଉଁଥିପାଇଁ ଆଖ ପାଖ ଅଞ୍ଚଳରୁ ଲୋକମାନେ ଏଠାକୁ ଖାଇବାକୁ ଆସିଯାଆନ୍ତି।

ଆହୁରି ପଢ଼ନ୍ତୁ

ପୂର୍ବରୁ କେଉଁ ବର୍ଷରେ ପଡ଼ିଛି ନାଗାର୍ଜୁନ ବେଶ ? ଶେଷଥର କେବେ ହୋଇଥିଲା ଏହି ଦୁର୍ଲଭ ବେଶ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ସମୁଦ୍ର କୂଳରେ ପଡ଼ି ମରିଗଲେ ୧୦୦ ଡଲ୍‌ଫିନ୍‌ ଓ ତିମି

କରୋନାର ଏମିତି ପ୍ରଭାବ; ୮ ମାସରେ ବଦଳିଗଲା ନର୍ସଙ୍କ ଚେହେରା

ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କାମୁଡ଼ିଲା ବାଘ

ଓସ୍କାର ଆୱାର୍ଡ ଦୌଡ଼ରେ ସାମିଲ୍‌ ହେଲା ଜଲିକଟ୍ଟୁ

ଦିନେ ନେହରୁଙ୍କୁ ଚିକିତ୍ସା କରୁଥିଲେ ଏଇ ଓଡିଆ ଡାକ୍ତର

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

ଗୁଳିଠାରୁ ଅଧିକ ବେଗରେ ମାଡ଼ି ଆସୁଛି ଉଲ୍‌କାପିଣ୍ଡ; ପଡ଼ିବ କି ପୃଥିବୀ ପୃଷ୍ଠରେ ? ନାସା କହିଲା…

ସୋନୁ ସୁଦ୍‌ଙ୍କର ଅଜବ୍‌ ଫ୍ୟାନ୍‌, ଦେଖା କରିବାକୁ ସାଇକେଲ୍‌ରେ ବିହାରରୁ ମୁମ୍ୱାଇ ଯାତ୍ରା କରିବେ

You might also like