ବଜାରକୁ ଆସିବ ‘ମୋକ୍ଷ ମାସ୍କ’, ରହିବ ଫ୍ୟାନ୍‌ ସୁବିଧା

ନୂଆଦିଲ୍ଲୀ: ବଜାରକୁ ଆସିବାକୁ ଯାଉଛି ନୂଆ ଧରଣର ମାସ୍କ। ଏନ୍ ୯୫ ସହ ଏୟାର ଫିଲଟର୍ ସଂଯୋଗ ହୋଇଥିବା ମାସ୍କ ଏବେ ନିର୍ମାଣ ହୋଇଛି। ଆଇଆଇଟିର ପୂର୍ବତନ ଓଡିଆ ଛାତ୍ର ପିୟୁଷ ଅଗ୍ରୱାଲ୍ ଏହାକୁ ନିର୍ମାଣ କରିଛନ୍ତି। ମୋକ୍ଷ ନାମକ ଏହି ମାସ୍କରେ ବିଶେଷ ବ୍ୟବସ୍ଥା ରହିଛି। ମାସ୍କ ଏନ୍ ୯୫ ଧରଣର ହୋଇଥିବା ବେଳେ ଏଥିରେ ଲାଗିଛି ବାୟୁ ବିଶୁଦ୍ଧିକରଣ ବ୍ୟବସ୍ଥା। ଯାହା ଦ୍ୱାରା ଶରୀରକୁ ଅଧିକ ଅମ୍ଲଜାନ ମିଳିପାରିବ ବୋଲି କୁହାଯାଉଛି।

ମାସ୍କର ଉଭୟ ପାର୍ଶ୍ୱରେ ଥିବା ଫ୍ୟାନ୍ ଦ୍ୱାରା ଏହା ପରିଚାଳିତ ହେବ। ଫ୍ୟାନ୍‌ର ନିର୍ମାଣ ଅତି ଉନ୍ନତମାନର ହୋଇଛି ଯେଉଁଥିପାଇଁ ଏଥିରୁ ଶବ୍ଦ ସୃଷ୍ଟି ହେଉ ନାହିଁ। ଫ୍ୟାନ୍ ଚାଲିବା ପାଇଁ ଏକ ବ୍ୟାଟେରୀ ରହିଛି।  ଏଥିରେ ୟୁଏସ୍‌ବି କେବୁଲ୍ ଜରିଆରେ ଚାର୍ଜ କରିହେବ।

ଆହୁରି ପଢ଼ନ୍ତୁ

ମୁହଁରେ ପ୍ଲାଷ୍ଟିକ୍‌‌ ମାସ୍କ ଲଗାଇ ରାସ୍ତାରେ ବୁଲିଲେ ଲୋକ, ଭିଡିଓ ଭାଇରାଲ୍‌

NEET Result: ସୋଏବଙ୍କ ପରି ଇଏ ବି ରଖିଛନ୍ତି ଶତପ୍ରତିଶତ ମାର୍କ

ରୋଗୀ ସେବାରେ ବ୍ରତୀ ରାଜ୍ୟପାଳ

ପୁରୁଣା ଇଂଜିନ୍‌ ବ୍ୟବହାର କରି ୪ ଚକିଆ ଗାଡି ତିଆରି କଲେ ଇଂଜିନିୟରିଂ ଛାତ୍ର

ଆଦିବାସୀ ପିଲାଙ୍କୁ ପଢାଇବାର ନିଆରା ପ୍ରୟାସ: ନିଜ ଖର୍ଚ୍ଚରେ ସ୍କୁଲ୍‌ କାନ୍ଥରେ ଚିତ୍ର କଲେ ଶିକ୍ଷକ

ସ୍କୁଟି ଉପରେ ଖାଇବା ଦୋକାନ: ଟଙ୍କା ନଥିଲେ ମାଗଣା ଖାଇପାରିବେ ଗ୍ରାହକ

ଅଳିଆ ଗଦାରେ ଭେଟ: ଭୋକିଲା ଦେଖି ୩୦୦କୁକୁରକୁ ଘରକୁ ନେଇଆସିଛନ୍ତି ମହିଳା

୫ବର୍ଷ ବୟସରେ ବିବାହ କରିଥିଲେ ବାବା: କହିଲେ, ସ୍ତ୍ରୀର ପ୍ରେମ ଦିଏ ଲଢିବାକୁ ସାହାସ

ଲକ‌ଡାଉନ୍‌ ସଂଘର୍ଷ ଥିମ୍‌ରେ ଏଥର ଦୁର୍ଗା ମେଢ

ପିପିଇ କିଟ୍‌ ପିନ୍ଧି‌ ଦାଣ୍ଡିଆ ନାଚିଲେ ପିଲା, ଭିଡ଼ିଓ ଭାଇରାଲ୍‌

ଆଜିଠୁ ଆରମ୍ଭ ମହାନବରାତ୍ର ପୂଜା; ଜାଣନ୍ତୁ, କେଉଁଦିନ ମା’ଙ୍କର କେଉଁ ସ୍ୱରୂପକୁ ପୂଜା କରାଯାଏ

ଓଟିଭି ପ୍ରତି କାହିଁକି ଏତେ ଆକ୍ରୋଶ ?

You might also like