• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Padampur by-poll
ପଦ୍ମପୁର ରାଜନୀତିର ପଶାପାଲିରେ ଏଣ୍ଟ୍ରି ମାରିଲା ନୂଆ ଇସ୍ୟୁ

ଧାମନଗର ପରେ ପଦ୍ଣପୁରରେ ରୋଚକ ଲଢେଇ ହେବାକୁ ଯାଉଛି। 

BJP Stages mega road show in South Delhi ahead of MCD polls
ବିଜେପିର ବିଜୟ ସଂକଳ୍ପ ଯାତ୍ରାରେ କଂପିଲା କ୍ୟାପିଟାଲ୍

ଦିଲ୍ଲୀ ନଗର ନିଗମ ନିର୍ବାଚନ ପାଇଁ ୧୪ ସ୍ଥାନରେ ମେଗା ରୋଡ୍ ସୋ

  • Sunday, 20 November 2022
  • BJP
Padmapur ByPoll
ପଦ୍ମପୁର ଉପନିର୍ବାଚନ: କିଏ ହାତେଇବ ଆଦିବାସୀ ଭୋଟ ?

ଆଦିବାସୀ ଭୋଟ୍ ହାତେଇବାକୁ ଜୋରଦାର କସରତ । ପଦ୍ମପୁର ଉପନିର୍ବାଚନରେ ଏହି ଭୋଟ୍ ନିର୍ଣ୍ଣାୟକ ହେଉଥିବାରୁ ସବୁ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ନିଜର ନିଜର ଗ୍ରାଉଣ୍ଡ ୱାର୍କ ।

BJP
ବିଜେପିର ରାଲିରେ କମ୍ପିଲା ଦିଲ୍ଲୀ

ବିଜେପିର ରାଲିରେ କମ୍ପିଲା ଦିଲ୍ଲୀ। ଏକା ସାଙ୍ଗରେ ୧୪ ରାଲି !! କେଉଁଠି କେନ୍ଦ୍ରମନ୍ତ୍ରୀ ତ କେଉଁଠି ଖୋଦ୍‌ ଜେପି ନଡ୍ଡା

Padmapur ByPoll
ପଦ୍ମପୁର ଉପନିର୍ବାଚନ: କିଏ ହାତେଇବ ଆଦିବାସୀ ଭୋଟ ?

ଆଦିବାସୀ ଭୋଟ୍ ହାତେଇବାକୁ ଜୋରଦାର କସରତ । ପଦ୍ମପୁର ଉପନିର୍ବାଚନରେ ଏହି ଭୋଟ୍ ନିର୍ଣ୍ଣାୟକ ହେଉଥିବାରୁ ସବୁ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ନିଜର ନିଜର ଗ୍ରାଉଣ୍ଡ ୱାର୍କ ।

Row Over Odisha Bali Jatra
ବାଲିଯାତ୍ରା ବିବାଦ: ପ୍ରଶାସନର କାର୍ଯ୍ୟଶୈଳୀକୁ ସୌମ୍ୟ ବି କଲେ ସମାଲୋଚନା

ମଞ୍ଚରେ ହେ ନବୀନ ବାବୁ ଆମେ ତମ ଫ୍ୟାନ ଗୀତ ପରିବେଷଣ ପ୍ରସଙ୍ଗକୁ ରାଜନୀତି କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି ।

MLA Soumya Ranjan Patnaik
ସୌମ୍ୟଙ୍କ ଟାର୍ଗେଟ୍‌ରେ ଶାସନ ମୁଖିଆ..କହୁ କହୁ କହିଦେଲେ....!!

ଖାଲି ଏତିକି ନୁହେଁ ବରଂ ପାଖପାଖି ୪ ବର୍ଷ ହେଲାଣି ଷ୍ଟୁଡେଣ୍ଟ ଇଲେକ୍ସନ ହେଉନଥିବା କାରଣରୁ ଆଜି ଛାତ୍ର ନେତାଟିଏ ସିଧା ଛିଡ଼ା ହୋଇ ୨ ପଦ କହିବାକୁ ସମର୍ଥ ହୋଇପାରୁ ନାହିଁ। ଏମିତି କାହିଁକି ହେଉଛି?

Padmpur
ପ୍ରଚାରରେ ବିଜେଡିର ମଙ୍ଗ ଧରିବେ ବିବାଦୀୟ ନେତା

ପଦ୍ମପୁର ପ୍ରଚାରରେ ବିଜେଡିର ମଙ୍ଗ ଧରିବେ ବିବାଦୀୟ ନେତା । ବାଦ୍ ପଡିଲେ କୋଟେରି ଗ୍ରୁପ, ଶାସକ ଦଳର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ରହିଛି ଅନେକ ବିବାଦୀୟ ନେତାଙ୍କ ନାଁ । ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ ବର୍ଷାଙ୍କ ପାଇଁ ଭୋଟ ମାଗିବେ । ଅନ୍ୟପଟେ ୪ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇବ ବିଜେପି...

Padampur
ନବୀନ ସରକାରଙ୍କ ବଢୁଛି ଟେନସନ

ପଦ୍ମପୁର ଉପଖଣ୍ଡକୁ ନୂତନ ଜିଲ୍ଲାର ମାନ୍ୟତା ନେଇ ଉପନିର୍ବାଚନୀ କାର୍ଡ ଖେଳିଥିବା ନବୀନ ସରକାରଙ୍କ ବଢୁଛି ଟେନସନ । ଧର୍ମଗଡ଼ରୁ ଟିଟିଲାଗଡ଼, ରାଇରଙ୍ଗପୁରରୁ ଭୁବନେଶ୍ୱର । ନୂତନ ଜିଲ୍ଲା ଗଠନ ଦାବିରେ ରାଜ୍ୟର ଏଭଳି ୧୦ରୁ ଅଧିକ ସ୍ଥାନରେ ଦାବି ଉଠିଛି, ମୁଣ୍ଡ ଟେକିଛି ଆନ୍ଦୋଳନ...

Controversial leaders will take up the demand of BJJ in Padmapur campaign
ପଦ୍ମପୁର ପ୍ରଚାରରେ ବିଜେଡିର ମଙ୍ଗ ଧରିବେ ବିବାଦୀୟ ନେତା

ପଦ୍ମପୁରରେ ଜମିଲାଣି ନିର୍ବାଚନୀ ପ୍ରଚାର। ବିଜେଡିର ମଙ୍ଗ ଧରିବେ ବିବାଦୀୟ ନେତା। ବିଜେଡିରୁ ବାଦ୍ ପଡିଲେ କୋଟେରୀ ଗ୍ରୁପ୍ ଅର୍ଜୁନ ମୁଣ୍ଡାଙ୍କ ସହ ୪ କେନ୍ଦ୍ରମନ୍ତ୍ରୀ କରିବେ କ୍ୟାମ୍ପେନ୍।

Padmapur bypoll
ପଦ୍ମପୁରକୁ ଜିଲ୍ଲା ଘୋଷଣା ପ୍ରତିଶ୍ରୁତି ଦେଇ ଅକଳରେ ବିଜେଡି ସରକାର !

ବଢ଼ିଚାଲିଥିବା ଆନ୍ଦୋଳନକୁ ଦେଖି ରାଜ୍ୟ ସରକାର ମଧ୍ୟ ଜିଲ୍ଲା ସଂଖ୍ୟା ବଢ଼ାଇବା ସପକ୍ଷରେ ଥିବା କୁହାଯାଉଛି। 

Odisha health system in the hands of brokers
ଓଡିଶା ସ୍ୱାସ୍ଥ୍ୟ ବ୍ୟବସ୍ଥାର ଦୁଇଟି ଚିତ୍ର; ‘ଦମନ' ଓ ଦଲାଲ

ଗୋଟିଏ ପଟେ ଅପହଞ୍ଚ ସ୍ୱାଭିମାନ ଅଞ୍ଚଳ ମାଲକାନଗିରି ଭଳି ଜାଗାରେ ଜନନୀ ଯନ୍ତ୍ରଣା ଆଉ କାଶୀପୁର ଡାଏରିଆ; ଅନ୍ୟପଟେ ହାତପା’ନ୍ତାରେ ଚିକିସ୍ଥା ବ୍ୟବସ୍ଥା ଥିବା ସହର ଓ ମହାନଗରରେ ‘ଦଲାଲ୍’! ଏସବୁ ଭିତରେ ଚିକିତ୍ସାରେ ଆଉ ଏକ ସଙ୍କଟ ଆଣିଛି ଭେଜାଲ ମେଡିସିନ୍। ରାଜ୍ୟବାସୀଙ୍କୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ଯୋଗାଇଦେବାର ଲକ୍ଷ୍ୟ ରଖୁଥିବା ଓଡିଶା ସରକାରଙ୍କ ପ୍ରତି ଏହା ଏକ ପ୍ରଶ୍ନ ନୁହେଁ କି?

Suryavanshi Suraj
କମ୍ପିବ ପ୍ରଚାର ମଇଦାନ; ଷ୍ଟାର୍‌ କ୍ୟାମ୍ପେନର୍‌ ଖେଳିବେ ମାଷ୍ଟରପ୍ଲାନ୍‌ !

ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ନାମାଙ୍କନ ପରେ ଏବେ ପ୍ରଚାର ମଇଦାନକୁ ଓହ୍ଲାଇବେ ସବୁଦଳର ଷ୍ଟାର ପ୍ରଚାରକ ।

Padmapur Bypoll
ପଦ୍ମପୁର ଉପନିର୍ବାଚନରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଚାଷୀ

ପଦ୍ମପୁର ଉପନିର୍ବାଚନରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଚାଷୀ । କାରଣ ଏଠିକାର ଅଧିକାଂଶ ଭୋଟର ହେଉଛନ୍ତି ଚାଷୀ,ସେମାନଙ୍କୁ ମନାଇ ଭୋଟ ହାସଲ ଲାଗି ପ୍ରୟାସ କରୁଛନ୍ତି ରାଜନୈତିକ ଦଳ । ମାତ୍ର ଚାଷୀ ବି ମୌକା ହାତଛଡା କରିବାକୁ ଚାହୁଁ ନାହାନ୍ତି...

Prabhat Tripathy
ପ୍ରଭାତ ତ୍ରିପାଠୀଙ୍କ ବାଲିଯାତ୍ରା ବିସ୍ଫୋରଣ

ପ୍ରଭାତ ତ୍ରିପାଠୀଙ୍କ ବାଲିଯାତ୍ରା ବିସ୍ଫୋରଣ । ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବାଙ୍କୀ ବିଧାୟକ ଅଭିଯୋଗ କରିଛନ୍ତି, ‘ବାଲିଯାତ୍ରାରେ ବ୍ୟାପକ ଦୁର୍ନୀତି ହୋଇଛି’

Padmapur Bypoll
ନିର୍ବାଚନୀ ପ୍ରଚାରରେ କମ୍ପୁଛି ପଦ୍ମପୁରର ଗଳିକନ୍ଦି; ଚାଷୀ ଭୋଟ୍‌ ହାତେଇବାକୁ ସବୁଦଳର ଅଙ୍କକଷା

ପଦ୍ମପୁର ଉପନିର୍ବାଚନ ଭୋଟ୍ ପୂର୍ବରୁ ଚାଷୀ ଓ ରାଜନୈତିକ ଦଳଙ୍କ ଛକାପଞ୍ଝା । ଗୋଟିଏ ପରେ ଚାଷୀ କାର୍ଡ ଖେଳି ଭୋଟ ହାତେଇବାକୁ ଦଳଙ୍କ କସରତ।

Prabhat Tripathy
ଜିଲ୍ଲା ପ୍ରଶାସନକୁ ପ୍ରଭାତଙ୍କ ନାଲି ଆଖି; କହିଲେ, ବାଲିଯାତ୍ରାରେ ହୋଇଛି ବ୍ୟାପକ ଦୁର୍ନୀତି

କଟକର ଐତିହାସିକ ବାଲିଯାତ୍ରା ସରିବାର ଠିକ୍ ପରଦିନ ମହାନଗର ପୂଜା କମିଟି ସଂପାଦକ ତଥା ବରିଷ୍ଠ ବିଜେଡି ନେତା ପ୍ରଭାତ ତ୍ରିପାଠୀଙ୍କ ଅଭିଯୋଗ ସୃଷ୍ଟି କରିଛି ବିସ୍ଫୋରଣ । ପ୍ରଭାତ ସିଧାସଳଖ ଏଥିପାଇଁ ଜିଲ୍ଲା ପ୍ରଶାସନ ଆଡ଼କୁ ଅଙ୍ଗୁଳି ଉଠାଇ କହିଛନ୍ତି ।

Droupadi Murmu
ଆସନ୍ତା ମାସରେ ନିଜ ଗାଁ ପାହାଡ଼ପୁରକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ !

କିଛିଦିନ ତଳେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଥିଲେ । ତେବେ ପୁଣିଥରେ ଡିସେମ୍ବର ୧୫ ତାରିଖରେ ନିଜ ଗାଁ ମୟୂରଭଂଜ ଜିଲ୍ଲାର ପାହାଡ଼ପୁରକୁ ଆସିବେ ବୋଲି ସୂଚନା ମିଳିଛି ।

Berhampur college ragging issue
ବ୍ରହ୍ମପୁରର ରାଗିଂ ମାମଲାରେ ଚାଞ୍ଚଲ୍ୟକର ଖୁଲାସା : ମୁଖ୍ୟ ଅଭିଯୁକ୍ତ ଅଭିଷେକ ନାୟକ ଛାତ୍ର ବିଜେଡି ସଦସ୍ୟ

କାହା ବଳରେ ବଳିୟାନ୍ ଅଭିଯୁକ୍ତ ? ବିନାୟକ ଆଚାର୍ଯ୍ୟ କଲେଜର କନଭେନର୍ ଥିଲେ ଅଭିଷେକ

  • Friday, 18 November 2022
Pravat Tripathy
ବାଲିଯାତ୍ରା ମଞ୍ଚରେ ନବୀନ ବନ୍ଦନା ଠିକ୍‌ ନୁହେଁ: ପ୍ରଭାତ ତ୍ରିପାଠୀ

ମଞ୍ଚରେ ହେ ନବୀନ ବାବୁ ଆମେ ତୁମ ଫ୍ୟାନ୍ ଗୀତ ଗାଇଥିଲେ ଅବିନାଶ । ଯାହାକୁ ନେଇ ବିବାଦ ଉପୁଜିଥିଲା ।

Soumyaranjan Pattnaik
ପୁଣି ସରକାରଙ୍କୁ ସୌମ୍ୟଙ୍କ ତେର୍ଚ୍ଛା ବାଣ ! ‘ଆଗକୁ ରାଜ୍ୟରେ ଦେଖାଦେବ ନେତୃତ୍ୱ ସଂକଟ’

ସୌମ୍ୟଙ୍କ ଏଭଳି ମନ୍ତବ୍ୟ ଏବେ ସରକାରୀ ଦଳରେ କମ୍ପନ ସୃଷ୍ଟି କରିଛି ।

Nominations
ସରିଲା ନାମାଙ୍କନ, ଜୋରଦାର ହେବ ପ୍ରଚାର

ପ୍ରଥମ ୭ ଦିନରେ ଶୂନ୍, ଆଉ ଶେଷ ଦିନରେ ୧୩ ପ୍ରାର୍ଥିପତ୍ର ଦାଖଲ ପାଇଁ ପୁରା ଛକାପଞ୍ଝା ସ୍ଥିତି । ଜଣେ ପ୍ରାର୍ଥୀ ନୋମିନେସନ୍ ରୁମ୍‌ରୁ ନବାହାରୁଣୁ ପଛରେ ଆଉ ଜଣେ ହାଜର ।

Bima issues
ପାଖେଇ ଆସୁଛି ପଦ୍ମପୁର ନିର୍ବାଚନ

ପଦ୍ମପୁର ଭୋଟ୍ ପାଇଁ ସବୁ ଦଳର ଫୋକସରେ ଚାଷୀ । ସେମାନଙ୍କ ଭୋଟ୍ ନିର୍ଣ୍ଣାୟକ ହୋଇଥିବାରୁ ଶ୍ରେୟ ନେବାକୁ ବିଜେଡି-ବିଜେପି ମଧ୍ୟରେ ଚାଲିଛି ପ୍ରତିଯୋଗିତା ।

Bima issues
ପଦ୍ମପୁର ଉପନିର୍ବାଚନ: ଫୋକସରେ ଚାଷୀ ଭୋଟ, ବୀମା ରାଶି ପ୍ରଦାନରେ ବିଳମ୍ବକୁ ନେଇ ମୁହାଁମୁହିଁ ବିଜେପି-ବିଜେଡି

ଚାଷୀଙ୍କୁ ଫସଲ ବୀମା ମିଳିବାରେ ବିଳମ୍ବ ପାଇଁ ସେ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି । ବୀମା ଯୋଜନା କାର୍ଯ୍ୟକାରୀ ପାଇଁ ଟେଣ୍ଡର ଜାରି କରିବା, ବୀମା କମ୍ପାନୀଙ୍କୁ କ୍ଲଷ୍ଟର ଅଫ୍ ଡିଷ୍ଟ୍ରି ପ୍ରଦାନ କରିବା, ପ୍ରିମିୟମ୍ ରେଟ୍‌ର ଚୁକ୍ତି କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ଦର୍ଶାଇଛନ୍ତି ତୋମାର ।