ମହାକାଶ ବିଜ୍ଞାନରେ ISROକୁ ଆଉ ଏକ ସଫଳତା

ଓଜନିଅା ଉପଗ୍ରହ GSAT-11ର ସଫଳ ଉତକ୍ଷେପଣ

 ବେଙ୍ଗାଲୁରୁ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା ISROକୁ ମହାକାଶ ବିଜ୍ଞାନରେ ଆଉ ଏକ ସଫଳତା। ବିଳମ୍ବିତ ରାତିରେ ଉତ୍‌କ୍ଷେପଣ ହୋଇଛି ଭାରତର ସବୁଠୁ ଓଜନିଆ ଉପଗ୍ରହ GSAT-11 । ଦକ୍ଷିଣ ଆମେରିକାର ଫ୍ରେଞ୍ଚ ଗୟାନାରୁ ଏରିଏନ-୫ ଲଞ୍ଚ ଭେହିକିଲରୁ ଉତକ୍ଷେପଣ କରାଯାଇଛି।

ଏହାର ଓଜନ ରହିଛି ୫ ହଜାର ୮୫୪ କିଲୋଗ୍ରାମ। ଇସ୍ରୋର ଏହା ଏକ ଅତ୍ୟାଧୁନିକ ଯୋଗାଯୋଗ ସାଟେଲାଇଟ୍‌ ,ଯାହା ଦେଶରେ ବ୍ରଡବ୍ୟାଣ୍ଡ ସେବାରେ ଉନ୍ନତି ଆଣିବା ସହ ଇଣ୍ଟରନେଟ ଡାଟା ସ୍ପିଡ ବୃଦ୍ଧି କରିବାରେ ମଧ୍ୟ ସହାୟକ ହେବ।

ଏହି ସାଟେଲାଇଟ୍‌ର ଜୀବନକାଳ ୧୫ ବର୍ଷ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

କର୍ଣ୍ଣାଟକା ରାଜନୀତି: ରାଜ୍ୟପାଳଙ୍କ ଚିଠି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କୁମାରସ୍ୱାମୀ

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଧମକ୍‌ ଦେଇ ଗିରଫ ହେଲେ ପୂର୍ବତନ ବିଜେପି ବିଧାୟକ

ଯୋଗୀ ସରକାରଙ୍କ ପାଇଁ ଅଡ଼ୁଆ ହେବକି ଜାତୀୟ ମାନବାଧିକାର କମିଶନଙ୍କ ରିପୋର୍ଟ

ଆସାମବାସୀଙ୍କୁ ବନ୍ୟା ଡର ସହିତ ଭୂକମ୍ପ ଝଟ୍‌କା

ଚିକେନ ଓ ଅଣ୍ଡାକୁ ନିରାମିଷ ଖାଦ୍ୟ ଭାବେ ଘୋଷଣା କରିବାକୁ ଦାବି

ସୋନ୍‌ଭଦ୍ରା ଗୁଳିକାଣ୍ଡ; ପ୍ରିୟଙ୍କାଙ୍କ ଗିରଫଦାରୀକୁ ନେଇ ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ୍

ସୁପ୍ରିମକୋର୍ଟରେ ଇସ୍ଲାମ୍‌ ପତାକା ବିବାଦ ପ୍ରସଙ୍ଗ

ବାବ୍ରୀ ମସଜିଦ୍ ଢାଞ୍ଚା ଭଙ୍ଗା ଘଟଣାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଭାରତ ୫ ଟ୍ରିଲିଅନ ଅର୍ଥ ବ୍ୟବସ୍ଥା ହେବା ପ୍ରସଙ୍ଗରେ ଏମିତି କହିଲେ ପ୍ରଣବ ମୁଖାର୍ଜୀ

ସୋନଭଦ୍ରା ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି ରାଜନୀତି

ଇନ୍‌ଷ୍ଟାଗ୍ରାମ୍‌ରେ ବଡ଼ ଧରଣର ତ୍ରୁଟି ଧରିଲେ ଭାରତୀୟ ଯୁବକ

ସ୍ୱାଧୀନତା ଦିବସ ଉଦ୍‌ବୋଧନ ପାଇଁ ଲୋକଙ୍କ ମତାମତ ଲୋଡ଼ିଲେ ପ୍ରଧାନମନ୍ତ୍ରୀ

You might also like