ଇସ୍ରୋ ପକ୍ଷରୁ ଏମିସାଟ୍‌ ସାଟେଲାଇଟ୍ ଉତ୍‌କ୍ଷେପଣ

୨୮ଟି ବିଦେଶୀ ସାଟେଲାଇଟ୍ ମଧ୍ୟ ଉତ୍‌କ୍ଷେପଣ

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ପକ୍ଷରୁ ଅତ୍ୟାଧୁନିକ ଏମିସାଟ୍‌ ସାଟେଲାଇଟ୍ ଉତ୍‌କ୍ଷେପଣ ହୋଇଛି।  ଏହି ସାଟେଲାଇଟ୍‌ ଇଲେକଟ୍ରୋନିକ୍ ସୂଚନା ଆଧାରରେ ଶତ୍ରୁପକ୍ଷର ରାଡାର ଉପରେ ତୀକ୍ଷଣ ନଜର ରଖିବ।  ଆଜି ଶ୍ରୀହରି କୋଟାସ୍ଥିତ ସତୀଶ ଧାୱନ ସ୍ପେସ୍‌ ସେଣ୍ଟରରୁ PSLV C-45 ଦ୍ୱାରା ଏହାର ଉତ୍‌କ୍ଷେପଣ ହୋଇଛି।

୪୩୬ କେଜି ଓଜନ ବିଶିଷ୍ଟ ଏମିସାଟ୍ ସାଟେଲାଇଟ୍ ସହ ୨୮ଟି ବିଦେଶୀ ସାଟେଲାଇଟ୍ ମଧ୍ୟ ଉତ୍‌କ୍ଷେପଣ ହୋଇଛି। ଏଥିସହ ଇସ୍ରୋ ପକ୍ଷରୁ ଦୀର୍ଘତମ ମିଶନ ହାତକୁ ନିଆଯାଇଛି।  PSLV C-45 ଦ୍ୱାରା ଉତ୍‌କ୍ଷେପଣର ୧୮୦ମିନିଟ୍‌ ପରେ EMISAT କକ୍ଷପଥରେ ଅବସ୍ଥାପିତ ହେବ।

ଆହୁରି ପଢ଼ନ୍ତୁ

ସିଏଏ ଆଇନ୍‌ ବିରୋଧ ହିଂସା: ପଶ୍ଚିମବଙ୍ଗରେ ୫ ସ୍ଥାନର ଇଣ୍ଟରନେଟ୍ ସେବା ବନ୍ଦ

‘ମିସ୍‌ ୱାର୍ଲଡ’ ମୁକୁଟ; ତୃତୀୟ ସ୍ଥାନରେ ଭାରତୀୟ ସୁନ୍ଦରୀ ସୁମନ୍‌

ଭାଗ୍ୟ ବଦଳାଇଲା ପିଆଜ; ଋଣଗ୍ରସ୍ତ ଚାଷୀ ଏବେ କୋଟିପତି

ଦିଲ୍ଲୀ ମେଟ୍ରୋରେ ଚାକିରି କରିବାକୁ ଚାହୁଁଛନ୍ତି ? ତୁରନ୍ତ କରନ୍ତୁ ଆବେଦନ…

କମିଲା ରିଲାଏନ୍ସ ଜିଓ ଫାଇବରର ନେଟ୍‌ ସ୍ପିଡ୍

ସହିଦ ବାପାଙ୍କ ପ୍ରତିମୂର୍ତ୍ତିକୁ ଜୀବିତ ଭାବି ଚୁମ୍ବନ ଦେଲା କୁନି ଝିଅ

ପିଆଜ ପରେ ବଢ଼ିଲା କ୍ଷୀର ଦର; କେତେ ହେଲା ଜାଣନ୍ତୁ

୫୦୦ ମିଟର ତଳକୁ ଖସିଲା ବସ୍; ୧୨ ମୃତ, ଅନେକ ଆହତ

ଶସ୍ତା ହେଲା ସାମସଙ୍ଗ୍‌ର ଏହି ଫୋନ୍‌

ପାହାଚ ଚଢିବା ବେଳେ ପଡ଼ିଗଲେ ମୋଦି

ବିନା ଟଙ୍କାରେ ଏମିତି ବୁକ୍‌ କରନ୍ତୁ ଟ୍ରେନ୍‌ ଟିକେଟ୍‌

ସିଏଏକୁ ବିରୋଧ: ୫ ଟ୍ରେନ୍‌ ଜାଳିଦେଲେ ବିକ୍ଷୋଭକାରୀ

You might also like