ଇସ୍ରୋର ୪୦ତମ ଯୋଗାଯୋଗ ଉପଗ୍ରହ ଜିସାଟ୍-୩୧ ଉତ୍‌କ୍ଷେପଣ

ନୂଆଦିଲ୍ଲୀ : ମହାକାଶ ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା। ଉତ୍‌କ୍ଷେପଣ ହୋଇଛି ଇସ୍ରୋର ୪୦ତମ ଯୋଗାଯୋଗ ଉପଗ୍ରହ ଜିସ୍ୟାଟ୍-୩୧।

ଫ୍ରେଞ୍ଚ ଗୁଏନାରୁ ରାତି ୨ଟା ୩୧ରେ ସଫଳତାର ସହ ଉତ୍‌କ୍ଷେପଣ ହୋଇଛି। ଏହାର ଓଜନ ୨ ହଜାର ୫୩୫ କିଲୋଗ୍ରାମ। ଏହା ଇନ୍‌ସାଟ୍-୪ CRକୁ ସ୍ଥାନାନ୍ତର କରିବ ବୋଲି ଇସ୍ରୋ ମୁଖ୍ୟ କେ. ଶିବାନ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସିଏଏ ଆଇନ୍‌ ବିରୋଧ ହିଂସା: ପଶ୍ଚିମବଙ୍ଗରେ ୫ ସ୍ଥାନର ଇଣ୍ଟରନେଟ୍ ସେବା ବନ୍ଦ

‘ମିସ୍‌ ୱାର୍ଲଡ’ ମୁକୁଟ; ତୃତୀୟ ସ୍ଥାନରେ ଭାରତୀୟ ସୁନ୍ଦରୀ ସୁମନ୍‌

ଭାଗ୍ୟ ବଦଳାଇଲା ପିଆଜ; ଋଣଗ୍ରସ୍ତ ଚାଷୀ ଏବେ କୋଟିପତି

ଦିଲ୍ଲୀ ମେଟ୍ରୋରେ ଚାକିରି କରିବାକୁ ଚାହୁଁଛନ୍ତି ? ତୁରନ୍ତ କରନ୍ତୁ ଆବେଦନ…

କମିଲା ରିଲାଏନ୍ସ ଜିଓ ଫାଇବରର ନେଟ୍‌ ସ୍ପିଡ୍

ସହିଦ ବାପାଙ୍କ ପ୍ରତିମୂର୍ତ୍ତିକୁ ଜୀବିତ ଭାବି ଚୁମ୍ବନ ଦେଲା କୁନି ଝିଅ

ପିଆଜ ପରେ ବଢ଼ିଲା କ୍ଷୀର ଦର; କେତେ ହେଲା ଜାଣନ୍ତୁ

୫୦୦ ମିଟର ତଳକୁ ଖସିଲା ବସ୍; ୧୨ ମୃତ, ଅନେକ ଆହତ

ଶସ୍ତା ହେଲା ସାମସଙ୍ଗ୍‌ର ଏହି ଫୋନ୍‌

ପାହାଚ ଚଢିବା ବେଳେ ପଡ଼ିଗଲେ ମୋଦି

ବିନା ଟଙ୍କାରେ ଏମିତି ବୁକ୍‌ କରନ୍ତୁ ଟ୍ରେନ୍‌ ଟିକେଟ୍‌

ସିଏଏକୁ ବିରୋଧ: ୫ ଟ୍ରେନ୍‌ ଜାଳିଦେଲେ ବିକ୍ଷୋଭକାରୀ

You might also like