ଇସ୍ରୋର ୪୦ତମ ଯୋଗାଯୋଗ ଉପଗ୍ରହ ଜିସାଟ୍-୩୧ ଉତ୍କ୍ଷେପଣ
ନୂଆଦିଲ୍ଲୀ : ମହାକାଶ ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା। ଉତ୍କ୍ଷେପଣ ହୋଇଛି ଇସ୍ରୋର ୪୦ତମ ଯୋଗାଯୋଗ ଉପଗ୍ରହ ଜିସ୍ୟାଟ୍-୩୧।
ଆହୁରି ପଢ଼ନ୍ତୁ
ଫ୍ରେଞ୍ଚ ଗୁଏନାରୁ ରାତି ୨ଟା ୩୧ରେ ସଫଳତାର ସହ ଉତ୍କ୍ଷେପଣ ହୋଇଛି। ଏହାର ଓଜନ ୨ ହଜାର ୫୩୫ କିଲୋଗ୍ରାମ। ଏହା ଇନ୍ସାଟ୍-୪ CRକୁ ସ୍ଥାନାନ୍ତର କରିବ ବୋଲି ଇସ୍ରୋ ମୁଖ୍ୟ କେ. ଶିବାନ ସୂଚନା ଦେଇଛନ୍ତି।