ଚନ୍ଦ୍ରପୃଷ୍ଠ ଦକ୍ଷିଣ ମେରୁରେ ପୁଣି ଥରେ ସଫ୍ଟ ଲ୍ୟାଣ୍ଡିଂ ପାଇଁ ହେବ ପ୍ରୟାସ

ନୂଆଦିଲ୍ଲୀ : ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ପୁଣି ଥରେ ସଫ୍ଟ ଲ୍ୟାଣ୍ଡିଂ ପାଇଁ ହେବ ପ୍ରୟାସ। ପ୍ରଥମ ଥର ଏହା ବିଫଳ ହୋଇଥିବାରୁ ପୁଣିଥରେ ବିକ୍ରମର ସଫ୍ଟ ଲ୍ୟାଣ୍ଡିଂ କରିବା ଦିଗରେ କାର୍ଯ୍ୟ ଜାରି ରହିଛି ବୋଲି ଇସ୍ରୋ ମୁଖ୍ୟ କେ. ଶିବନ କହିଛନ୍ତି।

ଦିଲ୍ଲୀ ଆଇଆଇଟିର ବାର୍ଷିକ ଉତ୍ସବରେ ଯୋଗଦେଇ ଶିବନ କହିଛନ୍ତି ଯେ, ପ୍ରଥମ ଥର ହୋଇଥିବା ଉଦ୍ୟମ ଓ ଏହାର ବିଫଳତାରୁ ଇସ୍ରୋ ଅନେକ କିଛି ଶିକ୍ଷା ଲାଭ କରିଛି। ଏଣୁ ସେହି ଭୁଲକୁ ସୁଧାରି ଦକ୍ଷିଣ ମେରୁରେ ବିକ୍ରମ ଲ୍ୟାଣ୍ଡରର ଆଉ ଥରେ ସଫ୍ଟ ଲ୍ୟାଣ୍ଡିଂ କରିବାକୁ ପଦକ୍ଷେପ ନେଇଛୁ।

ବିକ୍ରମ ଲ୍ୟାଣ୍ଡରର ଯଦି ସଫ୍ଟ ଲ୍ୟାଣ୍ଡିଂ ସଫଳ ହୋଇଥାନ୍ତା, ଚନ୍ଦ୍ରପୃଷ୍ଠରେ ମହାକାଶ ଯାନର ଅକ୍ଷତ ଅବତରଣ କରିବାରେ ସାରା ବିଶ୍ୱରେ ଭାରତ ଚତୁର୍ଥ ଦେଶ ହୋଇଥାନ୍ତା ବୋଲି କହିଛନ୍ତି ଶିବନ।

ଆହୁରି ପଢ଼ନ୍ତୁ

ପୂରା ବିଶ୍ୱରେ କରୋନା ସ୍ଥିତି ଜଟିଳ: ପଢ଼ନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନିଜାମୁଦ୍ଦିନ ଧାର୍ମିକ ସଭାରୁ ଫେରିଥିବା ୫୦ ତାମିଲନାଡୁ ନାଗରିକ କରୋନା ଆକ୍ରାନ୍ତ

ମହାରାଷ୍ଟ୍ରରେ ଆଜି ୭୨ କରୋନା ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା

କୋଭିଡ୍-୧୯ ଆକ୍ରାନ୍ତରେ ୧୨ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ

ପ୍ରବାସୀ ଶ୍ରମିକଙ୍କ ପାଇଁ କମିଟି ଗଠନ କରିବାକୁ ୨୪ ଘଣ୍ଟା ମହଲତ ଦେଲେ ସୁପ୍ରିମକୋର୍ଟ

BSNLର ମାଗଣା ସୁବିଧା; ଜିଓ, ଏୟାର୍‌ଟେଲ୍‌ ଓ ଭୋଡ଼ା ଆଣିଲେ ନୂଆ ଅଫର୍‌

ଆଦିବାସୀଙ୍କ ପାଇଁ କାନ୍ଧରେ ଖାଦ୍ୟ ସାମଗ୍ରୀ ବୋହି ୩କିମି ଚାଲିଲେ ଜିଲ୍ଲାପାଳ ଓ ବିଧାୟକ

୧୬ କର୍ମଚାରୀ କରୋନା ପଜିଟିଭ; କମ୍ପାନୀ ସିଲ୍‌ କଲା ପ୍ରଶାସନ

କରୋନା ରୋଗୀଙ୍କ ପାଇଁ ପାର୍କରେ ମେଡିକାଲ ନିର୍ମାଣ କଲା ଆମେରିକା

ନିଜାମୁଦ୍ଦିନ ଧାର୍ମିକ ସଭାରେ ଯୋଗ ଦେଇଥିବା ୯ ଜଣଙ୍କ ମୃତ୍ୟୁ, ୨୪ ଆକ୍ରାନ୍ତ

ହୋମ କ୍ୱାରେଣ୍ଟାଇନ୍‌ରେ ଥିବା ଲୋକେ ଘଣ୍ଟାକୁ ଥରେ ସେଲ୍‌ଫି ପଠାଇବେ

କରୋନାବେଳେ ସେବା: ରନ୍ଧନ ଗ୍ୟାସ୍ ବିତରଣକାରୀଙ୍କୁ ମିଳିବ ଏମିତି ସୁବିଧା

You might also like