ଆଜି ଦ୍ୱିତୀୟ ଟି-୨୦ ମ୍ୟାଚ୍‌; ମୋହାଲିରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା

ମୋହାଲି: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ । ମୋହାଲିରେ ସନ୍ଧ୍ୟା ୭ଟାରେ ମ୍ୟାଚ ଆରମ୍ଭ ହେବ। ଧର୍ମଶାଳାରେ ପ୍ରଥମ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଥିଲା। ତେଣୁ ଆଜିର ମ୍ୟାଚରେ ବିଜୟ ସହ ଘରୋଇ ସିଜିନ ଆରମ୍ଭ କରିବାକୁ ଭାରତ ଲକ୍ଷ୍ୟ ରଖିଛି।

ଟିମ୍ ଇଣ୍ଡିଆ ସବୁ ବିଭାଗରେ ଶକ୍ତିଶାଳୀ ରହିଛି। କ୍ୟାପ୍ଟେନ ବିରାଟ କୋହଲି, ରୋହିତ ଶର୍ମା ଓ ଶିଖର ଧାୱନଙ୍କ ଉପରେ ବ୍ୟାଟିଂ ବିଭାଗ ନିର୍ଭର କରିବ। ଆଜି ଚୂଡ଼ାନ୍ତ ଏକାଦଶରେ ଶ୍ରେୟାସ ଆୟରଙ୍କୁ ସ୍ଥାନ ମିଳିବା ଏକପ୍ରକାର ନିଶ୍ଚିତ ହୋଇଛି। ଅନ୍ୟପଟେ ଡିକକ୍‌ଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ଟିମ୍‌ରେ ରହିଥିବା ୪ଜଣ ଯୁବ ଖେଳାଳି ଏପର୍ଯ୍ୟନ୍ତ ଟି-୨୦ ପଦାର୍ପଣ କରିନାହାନ୍ତି।

ଆହୁରି ପଢ଼ନ୍ତୁ

ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

ବିରାଟ୍‌ କୋହଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶ୍ନ, ‘ଏତେ ଫିଟ୍ କେମିତି ରହୁଛ’

ପରଲୋକରେ ଅଷ୍ଟ୍ରେଲିଆର ମହାନ୍ କ୍ରିକେଟର୍ ଡିନ୍ ଜୋନ୍ସ

ଦମ୍ ଦେଖାଇଲେ ରୋହିତ୍, କେକେଆରକୁ ୧୯୬ ରନ୍‌ର ଟାର୍ଗେଟ୍

ଆରମ୍ଭରୁ ଝଟ୍‌କା, ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର୍

ଧୋନିଙ୍କୁ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଆଇପିଏଲରେ ଡେବ୍ୟୁ କଲେ ଓଡ଼ିଆ ପୁଅ

You might also like