ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱିଜରଲ୍ୟାଣ୍ଡର ବାସେଲ୍‌ଠାରେ ଆୟୋଜିତ ବିଶ୍ୱ ପାରା ବ୍ୟାଡମିଣ୍ଟନ୍ ଚାମ୍ପିୟନଶିପର ସ୍ୱର୍ଣ୍ଣ ପଦକ ବିଜେତା ଏବଂ ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା-ଆଥଲେଟ୍ ପ୍ରମୋଦ ଭଗତଙ୍କୁ ଓଡ଼ିଶାରେ ସମ୍ବର୍ଦ୍ଧନା ଦିଆଯାଇଛି।

ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ୩୦ ଲକ୍ଷ ୯୫ ହଜାର ଟଙ୍କା ଆର୍ଥିକ ରାଶି ପ୍ରଦାନ କରିଛନ୍ତି। ଦେଶର ଯୁବ ସମାଜ ପାଇଁ ସେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ  କହିଛନ୍ତି।

ନିକଟରେ ପ୍ରମୋଦଙ୍କୁ ଅର୍ଜୁନ ପୁରସ୍କାର ମିଳିବା ସହିତ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ମିଳିଛି। ଆଗାମୀ ଦିନରେ ପାରା ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ଜିତିବା ନେଇ ଲକ୍ଷ୍ୟ ରଖିଥିବା ପ୍ରମୋଦ କହିଛନ୍ତି।

ଆହୁରି ପଢ଼ନ୍ତୁ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

You might also like