OCA ବିରୋଧରେ CBI ଚାର୍ଜସିଟ୍

ଭୁବନେଶ୍ୱର: ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ OCA ବିରୋଧରେ CBI ଚାର୍ଜସିଟ୍ ଦାଖଲ୍‌ ହୋଇଛି। ଚିଟ୍‌ଫଣ୍ଡ୍ ଠକେଇ ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ସିବିଆଇ କୋର୍ଟରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ। ଓଡ଼ିଶା କ୍ରିକେଟ ଆସୋସିଏସନ, ଓସିଏର ପୂର୍ବତନ ଅନରାରି ସଂପାଦକ ଓ ଏକ ହୋଟେଲର ଜଣେ ପ୍ରତିନିଧିଙ୍କୁ ମିଶାଇ ମୋଟ ୩ ଜଣଙ୍କ ନାଁରେ ଚାର୍ଜସିଟ୍ ହୋଇଛି।

ଓଡ଼ିଶାରେ ହୋଇଥିବା ବହୁ କୋଟି ଟଙ୍କାର ଚିଟ୍‌ଫଣ୍ଡ ଠକେଇର ତଦନ୍ତ କରୁଥିବା ବେଳେ ସଂପୃକ୍ତ କମ୍ପାନୀ ଓସିଏ ଦ୍ୱାରା ଆୟୋଜିତ ଓଡ଼ିଶା ପ୍ରିମିୟର ଲିଗ୍ ପାଇଁ ଓସିଏକୁ ୧ କୋଟି ଦେଇଥିବା ସିବିଆଇ ଜାଣିବାକୁ ପାଇଥିଲା। ଓସିଏ ଭଳି ସଂସ୍ଥା ସମ୍ପୃକ୍ତ କମ୍ପାନୀକୁ ପ୍ରାୟୋଜକ କରି ଲୋକଙ୍କ ମନରେ ବିଶ୍ୱାସ ସୃଷ୍ଟି କରିଥିବା ଏବଂ ଏଥିରେ ଓସିଏର ତତ୍କାଳୀନ ସମ୍ପାଦକଙ୍କ ଭୂମିକା ଥିବାରୁ ଏହାକୁ ଅପରାଧିକ ଷଡ଼ଯନ୍ତ୍ର ବୋଲି ଚାର୍ଜସିଟରେ ଉଲ୍ଲେଖ ରହିଛି। ପୂର୍ବରୁ ଉକ୍ତ ଚିଟଫଣ୍ଡ ସଂସ୍ଥା ନାଁରେ ୬ଟି ଚାର୍ଜସିଟ୍ କରିସାରିଛି ସିବିଆଇ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like