ଚେନ୍ନାଇ ସୁପର କିଙ୍ଗସ୍‌ ଆଇପିଏଲ୍‌-୨୦୧୮ ଚାମ୍ପିଅନ୍‌

ମୁମ୍ବାଇ: ଚେନ୍ନାଇ ସୁପର କିଙ୍ଗସ୍‌ ଆଇପିଏଲ୍‌-୨୦୧୮ ଚାମ୍ପିଅନ୍‌ ହୋଇଛି। ସନ୍‌ରାଇଜର୍ସ ହାଇଦ୍ରାବାଦକୁ ୮ ଓ୍ଵିକେଟ୍‌ରେ ହରାଇ ଫାଇନାଲ୍‌ ମ୍ୟାଚ ଜିତିଛି। ସେନ୍‌ ଓ୍ଵାଟ୍‌ସନ୍‌ଙ୍କ ବିସ୍ଫୋରକ ଅପରାଜିତ ଶତକ( ୧୧୭ ରନ୍‌, ୫୭ ବଲ, ୧୧ଟି ଚୌକା, ୮ଟି ଛକା) ବଳରେ ଚେନ୍ନାଇ ସୁପର କିଙ୍ଗସ୍‌ ରବିବାର ଏକାଦଶ ସଂସ୍କରଣର ଆଇପିଏଲ୍‌ ମ୍ୟାଚ୍‌ରେ ୩ୟ ଥର ପାଇଁ ଚମ୍ପିଅନ୍‌ ହୋଇଛି।

୧୭୯ ରନ୍‌ ବିଜୟ ଲକ୍ଷ୍ୟ ନେଇ ୧୮.୩ ଓଭରରେ ୨ଟି ଓ୍ଵିକେଟ୍‌ ହରାଇ ୧୮୧ ରନ୍‌ ସଂଗ୍ରହ କରିଛି ଚେନ୍ନାଇ। ୭ମ ଥର ପାଇଁ ଫାଇନାଲ୍ ଖେଳି ୩ୟ ଥର ପାଇଁ ଚାମ୍ପିଅନ୍ ହୋଇଛି । ୨୦୧୦, ୨୦୧୧ରେ ଚାମ୍ପିଅନ୍ ହୋଇଥିଲା ଚେନ୍ନାଇ ଏବଂ ୨୦୦୮, ୨୦୧୨, ୨୦୧୩, ୨୦୧୫ରେ ରନର୍ସ ଅପ୍ ହୋଇଥିଲା।

 

ଆହୁରି ପଢ଼ନ୍ତୁ

ବଡ଼ ଭୁଲ୍ କରିଦେଲେ ରବିନ୍ ଉଥାପ୍ପା! ଭାଙ୍ଗିଲେ ଆଇସିସି ଗାଇଡଲାଇନ୍

ରାଜସ୍ଥାନ ଆଗରେ ୧୭୫ ରନର ଟାର୍ଗେଟ୍ ରଖିଲା କେକେଆର୍

ଟସ୍ ଜିତିଲେ ସ୍ମିଥ୍, ପ୍ରଥମେ ବ୍ୟାଟିଂ କରିବ କେକେଆର୍

ପୁଣି ଚମକିଲା ଦିଲ୍ଲୀ ବୋଲିଂ, ହାଇଦ୍ରାବାଦ ୧୬୨/୪

ଟସ୍ ଜିତିଲା ଦିଲ୍ଲୀ, ଫେରିଲେ ଈଶାନ୍ତ ଶର୍ମା

ମୁସଲିମ୍ କ୍ରିକେଟର୍‌ଙ୍କ ଉପରେ ଢାଳିଲେ ବିଅର୍, ଆଉ ତା’ ପରେ…

ମାତ୍ର ୧୦ ମ୍ୟାଚ୍‌ରେ ୧୫୩ ଛକା

ସୁପର ଓଭରରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କଲା ବେଙ୍ଗାଲୁର

ସନ୍‌ରାଇଜର ହାଇଦ୍ରାବାଦକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା କୋଲକାତା

ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଗାଭାସ୍କରଙ୍କୁ ମୁହଁତୋଡ଼ ଜବାବ ଦେଲେ ବିରାଟ୍ କୋହଲିଙ୍କ ପତ୍ନୀ

ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

You might also like