ବାଜିଲା ଆଇପିଏଲ୍ ବିଗୁଲ୍‌, ଟସ୍ ଜିତିଲେ ଧୋନି

ଆବୁ ଧାବି: କରୋନା କଟକଣା ଭିତରେ ବାଜିଛି ଆଇପିଏଲର ୧୩ଶ ସଂସ୍କରଣର ବିଗୁଲ୍। ଶନିବାର ଡିଫେଣ୍ଡିଂ ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍ କିଙ୍ଗସ୍ ମଧ୍ୟରେ ଉଦଘାଟନୀ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚରେ ଚେନ୍ନାଇ କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନି ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରୋହିତ୍ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଂ କରିବ।

ଚେନ୍ନାଇ ଦଳରେ ଧୋନି ଚାରି ବିଦେଶୀ ଖେଳାଳି ଭାବେ ଶେନ୍ ୱାଟସନ୍, ଫାଫ୍ ଡୁପ୍ଲେସିସ୍, ସାମ୍ କୁରାନ୍ ଓ ଲୁଙ୍ଗି ଏନଗିଡି ସ୍ଥାନ ପାଇଛନ୍ତି। ସେହିପରି ମୁମ୍ବାଇ ଟିମରେ ଡି’କକ୍, କାଇରନ ପୋଲାର୍ଡ, ଜେମ୍ସ ପାଟିନସନ୍ ଏବଂ ଟ୍ରେଣ୍ଟ ବୋଲ୍ଟଙ୍କୁ ସୁଯୋଗ ଦେଇଛନ୍ତି ରୋହିତ୍।

ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ୍ ଶର୍ମା (କ୍ୟାପଟେନ୍), କ୍ୱିଣ୍ଟନ୍ ଡି’କକ୍ (ୱିକେଟକିପର), ସୂର୍ଯ୍ୟକୁମାର ଯାଦବ, ସୌରଭ ତିୱାରୀ, କାଇରାନ୍ ପୋଲାର୍ଡ, ହାର୍ଦ୍ଦିକ ପାଣ୍ଡ୍ୟା, କୃନାଲ୍ ପାଣ୍ଡ୍ୟା, ଜେମ୍ସ ପାଟିନସନ୍, ରାହୁଲ୍ ଚହର୍, ଟ୍ରେଣ୍ଟ ବୋଲ୍ଟ, ଯଶପ୍ରୀତ ବୁମରା।

ଚେନ୍ନାଇ ସୁପର୍ କିଙ୍ଗସ୍: ଶେନ୍ ୱାଟସନ୍, ମୁରଲୀ ବିଜୟ, ଫାଫ୍ ଡୁ ପ୍ଲେସିସ୍, ଅମ୍ବାତି ରାୟୁଡୁ, ମହେନ୍ଦ୍ର ସିଂ ଧୋନି (କ୍ୟାପଟେନ୍), କେଦାର ଯାଦବ, ରବୀନ୍ଦ୍ର ଜାଡେଜା, ପୀୟୂଷ ଚାୱଲା, ଦୀପକ ଚହର୍, ସାମ୍ କୁରାନ୍, ଲୁଙ୍ଗି ଏନଗିଡି।

ଆହୁରି ପଢ଼ନ୍ତୁ

ଜାରିହେଲା ଅଷ୍ଟ୍ରେଲିଆ-ଭାରତ ସିରିଜର ଖେଳସୂଚୀ

IPL 2020: ଦିଲ୍ଲୀ କ୍ୟାପିଟାଲ୍ସର ହାଟ୍ରିକ୍‌ ହାର, କ୍ୟାପ୍‌ଟେନ ଶ୍ରେୟାସ କହିଲେ…

୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ପଞ୍ଜାବକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା କୋଲକାତା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ଶାରଜାରେ ଆଜି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌, ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ପଞ୍ଜାବ

କ୍ରମାଗତ ନୈରାଶଜନକ ବ୍ୟାଟିଂକୁ ନେଇ କଣ କହିଲେ ସଞ୍ଜୁ ସାମ୍‌ସନ ?

ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

୧୨୭ ରନ୍‌ର ଟାର୍ଗେଟ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

ହସ୍ପିଟାଲ୍‌ ବେଡ୍‌ରେ ଅସୁସ୍ଥ କପିଲ୍ ଦେବ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ମୁମ୍ବାଇକୁ ୧୧୫ ରନ୍‌ର ଟାର୍ଗେଟ୍‌ ଦେଲା ଚେନ୍ନାଇ

You might also like