୨୦୦ ମିଟର ଦୌଡ଼ରେ ଦୂତୀ ଚାନ୍ଦଙ୍କୁ ବ୍ରୋଞ୍ଜ

ଦୋହା: ଦୋହାରେ ଚାଲିଥିବା ୨୩ତମ ଏସିଆନ୍‌ ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଆ ଝିଅ ଦୂତୀ ଚାନ୍ଦଙ୍କୁ ୨୦୦ ମିଟର ଦୌଡ଼ରେ ବ୍ରୋଞ୍ଜ ପଦକ ମିଳିଛି। ସେ ୨୩.୨୪ ସେକେଣ୍ଡରେ ୨୦୦ ମିଟର ଅତିକ୍ରମ କରି ଏହି ସଫଳତା ପାଇଛନ୍ତି।

ଏହି ଇଭେଣ୍ଟରେ ବାହାରିନ୍‌ର ସାଲୱା ନାସିରଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିବା ବେଳେ କଜାଖସ୍ତାନର ଓଲଗା ସାଫ୍ରୋନୋଭାଙ୍କୁ ରୌପ୍ୟ ପଦକ ମିଳିଛି।

ଦୂତିଙ୍କ ଏହା ହେଉଛି ତୃତୀୟ ଏସିଆନ୍‌ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ପଦକ। ପୂର୍ବରୁ ଭୁବନେଶ୍ୱରରେ ହୋଇଥିବା ଏସିଆନ୍‌ ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଦୂତି ୧୦୦ମିଟର ଓ ୪ଗୁଣା ୧୦୦ମିଟର ରିଲେରେ ବ୍ରୋଞ୍ଜ ପଦକ ପାଇଥିଲେ।  ଦୋହାରେ ଭାରତ ୩ଟି ସ୍ୱର୍ଣ୍ଣ, ୮ଟି ରୌପ୍ୟ ଓ ୭ଟି ବ୍ରୋଞ୍ଜ ପଦକ ପାଇ ତାଲିକାରେ ଚତୁର୍ଥ ସ୍ଥାନରେ ରହିଛି।

ଆହୁରି ପଢ଼ନ୍ତୁ

ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ରେ ପି.ଭି. ସିନ୍ଧୁଙ୍କୁ ସ୍ୱର୍ଣ୍ଣ

ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ୍‌: ଭାରତର ପ୍ରମୋଦ-ମନୋଜ ଯୋଡ଼ିଙ୍କୁ ସ୍ୱର୍ଣ୍ଣ

ଇତିହାସ ରଚିଲେ ପି.ଭି ସିନ୍ଧୁ

ଜେଟ୍‌ଲୀଙ୍କୁ ହରାଇ ଶୋକରେ କ୍ରୀଡ଼ା ଜଗତ

ରେକର୍ଡ କଲେ ବୁମ୍ରା; ସମସ୍ତଙ୍କୁ ପଛରେ ପକାଇଦେଲେ

ଶ୍ରୀକୃଷ୍ଣଙ୍କ ଲୀଳାରେ ବିଭୋର ଧୋନି; ବଂଶୀ ବଜାଇଲେ

ବିକ୍ରମ ରାଠୋର ଭାରତୀୟ କ୍ରିକେଟ୍ ଟିମର ନୂଆ ବ୍ୟାଟିଂ କୋଚ୍ !

ଆରମ୍ଭରୁ ଟିମ୍‌ ଇଣ୍ଡିଆର ବ୍ୟାଟିଂ ବପର୍ଯ୍ୟୟ

ସଚିନଙ୍କ ଏହି ରେକର୍ଡ ଭାଙ୍ଗିପାରିବେନି ବିରାଟ୍ !

ସିନ୍ଧୁ ବିଜୟଧାରା ଜାରି; ୱାର୍ଲ୍ଡ ବ୍ୟାଡମିଣ୍ଟନ୍ ଚାମ୍ପିୟନଶିପ୍‌ର ତୃତୀୟ ରାଉଣ୍ଡରେ ସିନ୍ଧୁ

ପୁରୁଷ ପରେ ମହିଳା ହକି ଟିମ୍‌ ବି ଜିତିଲା ଟାଇଟଲ୍‌

ଗୁରୁବାର ଇଣ୍ଡିଆ-ୱେଷ୍ଟଇଣ୍ଡିଜ୍ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳାଯିବ

You might also like