ଆସନ୍ତାକାଲିଠୁ ଭୁବନେଶ୍ୱରରେ ଆରମ୍ଭ ସୁପର କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର : ଆସନ୍ତାକାଲିଠୁ ଭୁବନେଶ୍ୱରରେ ହେବ ଫୁଟବଲ ମହାସମର ସୁପର କପ ଫୁଟବଲର ପ୍ରି-କ୍ୱାର୍ଟର ମ୍ୟାଚ। ଲଢେଇ ହେବ ଦେଶର ୧୬ଟି ଟପ୍‌ ଫୁଟବଲ କ୍ଲବ ମଧ୍ୟରେ। ଉଦଘାଟନୀ ମ୍ୟାଚରେ ସାମ୍ନାସାମ୍ନି ହେବେ ଚେନ୍ନାଇୟାନ୍ ଏଫସି ଏବଂ ଆଇଜଲ ଏଫସି। ଇଣ୍ଡିଆନ୍ ସୁପର ଲିଗର ଟପ୍ ୮ଟି କ୍ଲବ ଏବଂ ଆଇ- ଲିଗର ଟପ୍ ୮ଟି କ୍ଲବକୁ ନେଇ ଖେଳାଯିବ ସୁପର କପ ଫୁଟବଲ।  ନକ୍ ଆଉଟ ଭିତ୍ତିରେ  ଖେଳାଯିବ ପ୍ରି-କ୍ୱାର୍ଟର ଫାଇନାଲ ମ୍ୟାଚ।

ସୁପର କପ୍ ଫୁଟବଲ ପାଇଁ କଳିଙ୍ଗ ଷ୍ଟାଡ଼ିୟମ ପୁରା ପ୍ରସ୍ତୁତ ରହିଛି। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଟୁର୍ଣ୍ଣାମେଣ୍ଟ। ଷ୍ଟାଡ଼ିୟମର ସବୁ ବର୍ଗର ଟିକେଟ୍ ମୂଲ୍ୟ ୨୦ ଟଙ୍କା  ଧାର୍ଯ୍ୟ କରାଯାଇଛି। ଟୁର୍ଣ୍ଣାମେଣ୍ଟ ପାଇଁ ୧ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି।

ରାଜ୍ୟ ସରକାର ଏବଂ ଫୁଟବଲ ଆସୋସିଏସନ୍ ଅଫ୍ ଓଡ଼ିଶାର ମିଳିତ ସହଯୋଗରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ହେଉଛି।

ଆହୁରି ପଢ଼ନ୍ତୁ

୨୦୨୩କୁ ଘୁଞ୍ଚିଲା ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ

କାଳିପୂଜାରେ ଯୋଗ ଦେବା ପରେ ମିଳିଲା ହତ୍ୟା ଧମକ; କ୍ଷମା ମାଗିଲେ ବାଂଲାଦେଶ କ୍ରିକେଟ୍‌ କ୍ୟାପ୍ଟେନ୍ ଶାକିବ ଅଲ ହସନ

ପୂର୍ବତନ କ୍ରିକେଟରଙ୍କ ଆତ୍ମହତ୍ୟା

କ୍ରିକେଟର୍ କ୍ରୁନାଲ ପାଣ୍ଡ୍ୟାଙ୍କ ଠାରୁ ଜବତ ହେଲା ବହୁ ମୂଲ୍ୟର ହାତଘଣ୍ଟା

ଅଷ୍ଟ୍ରେଲିଆରେ ପହଞ୍ଚିଲା ବିରାଟ ବାହିନୀ

ଧୋନି କରିବେ କୁକୁଡ଼ା ଫାର୍ମ

ମୁମ୍ବାଇ ମୁଣ୍ଡରେ ଆଇପିଏଲ୍‌ ମହା ମୁକୁଟ

୧୫୭ ରନ୍‌ର ଟାର୍ଗେଟ୍‌ ନେଇ ପଡ଼ିଆକୁ ଓହ୍ଲାଇଲା ମୁମ୍ୱାଇ

IPL 2020: ଫାଇନାଲ ମ୍ୟାଚ୍‌ ପୂର୍ବରୁ ମୁମ୍ବାଇକୁ ଚେତାବନୀ ଦେଲେ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌

ଆଜି IPL ମହାସମର: ମୁହାଁମୁହିଁ ହେବେ ଦିଲ୍ଲୀ-ମୁମ୍ବାଇ

ଭାରତୀୟ ଟେଷ୍ଟ ଦଳରେ ସାମିଲ ହେଲେ ରୋହିତ୍, ଫେରିଆସିବେ ବିରାଟ !

୧୯୦ ରନ୍‌ର ଟାର୍ଗେଟ୍‌ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

You might also like