ବିଶ୍ୱକପ୍‌ ହକି : ଭୁବନେଶ୍ୱରରେ ପହଞ୍ଚିଲା ଫ୍ରାନ୍ସ ଟିମ୍

ଭୁବନେଶ୍ୱର : ବିଶ୍ୱକପ୍‌ ହକି ପାଇଁ ଗୋଟିଏ ପରେ ଗୋଟିଏ ବିଦେଶୀ ଟିମ୍ ଭୁବନେଶ୍ୱରରେ ପହଞ୍ଚିବାରେ ଲାଗିଛନ୍ତି। ଅାଜି ତୃତୀୟ ଟିମ୍‌ ଭାବେ ଫ୍ରାନ୍ସ ଦଳ ଅାସି ଭୁବନେଶ୍ୱରରେ ପହଞ୍ଛିଛି। ଭୁବନେଶ୍ୱର ବିମାନ ବନ୍ଦରରେ ଫ୍ରାନ୍ସ ଦଳକୁ ଭବ୍ୟ ସ୍ୱାଗତ କରାଯାଇଥିଲା।

ସେହିପରି ଅାଜି ସନ୍ଧ୍ୟାରେ ମଧ୍ୟ ଚୀନ ଦଳ ଅାସି ପହଞ୍ଚିବ। ଗତକାଲି ପ୍ରଥମେ ଅାର୍ଜେଣ୍ଟିନା ଓ ପରେ ଦକ୍ଷିଣ ଅାଫ୍ରିକା ଟିମ୍ ଭୁବନେଶ୍ୱରରେ ପହଞ୍ଚିଥିଲେ।

You might also like