ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ ମ୍ୟାଚ୍

ମ୍ୟାଚ୍ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳର ନାଗପୁରରେ ଅଭ୍ୟାସ

ନାଗପୁର : ଆଜି ନାଗପୁରରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍। ସିରିଜ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଥିବା ଟିମ୍ ଇଣ୍ଡିଆର ଆତ୍ମବିଶ୍ୱାସ ସୁଦୃଢ଼ ରହିଛି।

୫ ଟିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍ ଉଭୟ ଟିମ୍ ପାଇଁ ବେଶ ଗୁରୁତ୍ୱ ରହିଛି।  ଗତ ମ୍ୟାଚ୍ ଓପନର ଶିଖର ଧୱନ ସଫଳ ହୋଇନଥିଲେ। ତେଣୁ ଆଜିର ମ୍ୟାଚ୍‌ରେ ତାଙ୍କ ଉପରେ ବିଶେଷ ନଜର ରହିବ।

ଯୁବ ଅଲ୍ ରାଉଣ୍ଡର୍ ବିଜୟ ଶଙ୍କରଙ୍କୁ ଆଜିର ମ୍ୟାଚ୍‌ରେ ସ୍ଥାନ ମିଳିପାରେ। ସେହିପରି ଗତ ମ୍ୟାଚ୍‌ରେ ଭ୍ରମଣକାରୀ ଦଳ ଭଲ ବ୍ୟାଟିଂ କରିଥିଲେ ବି ବୋଲିଂ ଏତେଟା ଫଳପ୍ରଦ ହୋଇପାରନଥିଲା। ତେଣୁ ଏହାକୁ ସୁଧାରି ପଡ଼ିଆକୁ ଓହ୍ଲାଇବ ଟିମ୍।

ମ୍ୟାଚ୍ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ନାଗପୁରରେ ପହଞ୍ଚି ଅଭ୍ୟାସ କରିଛନ୍ତି।

ଆହୁରି ପଢ଼ନ୍ତୁ

ବଡ଼ ଭୁଲ୍ କରିଦେଲେ ରବିନ୍ ଉଥାପ୍ପା! ଭାଙ୍ଗିଲେ ଆଇସିସି ଗାଇଡଲାଇନ୍

ରାଜସ୍ଥାନ ଆଗରେ ୧୭୫ ରନର ଟାର୍ଗେଟ୍ ରଖିଲା କେକେଆର୍

ଟସ୍ ଜିତିଲେ ସ୍ମିଥ୍, ପ୍ରଥମେ ବ୍ୟାଟିଂ କରିବ କେକେଆର୍

ପୁଣି ଚମକିଲା ଦିଲ୍ଲୀ ବୋଲିଂ, ହାଇଦ୍ରାବାଦ ୧୬୨/୪

ଟସ୍ ଜିତିଲା ଦିଲ୍ଲୀ, ଫେରିଲେ ଈଶାନ୍ତ ଶର୍ମା

ମୁସଲିମ୍ କ୍ରିକେଟର୍‌ଙ୍କ ଉପରେ ଢାଳିଲେ ବିଅର୍, ଆଉ ତା’ ପରେ…

ମାତ୍ର ୧୦ ମ୍ୟାଚ୍‌ରେ ୧୫୩ ଛକା

ସୁପର ଓଭରରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କଲା ବେଙ୍ଗାଲୁର

ସନ୍‌ରାଇଜର ହାଇଦ୍ରାବାଦକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା କୋଲକାତା

ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଗାଭାସ୍କରଙ୍କୁ ମୁହଁତୋଡ଼ ଜବାବ ଦେଲେ ବିରାଟ୍ କୋହଲିଙ୍କ ପତ୍ନୀ

ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

You might also like