ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ଜିତିଲା ଭାରତ

ଅକ୍‌ଲାଣ୍ଡ : ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ଜିତିଲା ଭାରତ। ଆଜି ଅକ୍‌ଲାଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ନ୍ୟୁଜିଲାଣ୍ଡକୁ ୭ ୱିକେଟରେ ହରାଇଛି ଟିମ୍ ଇଣ୍ଡିଆ।

ଏହି ବିଜୟ ଫଳରେ ୩ଟିକିଆ ସିରିଜ୍‌କୁ ଭାରତ ୧-୧ରେ ବରାବର କରିଛି।  ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ହରାଇ ୧୫୮ ରନ୍‌ କରିଥିଲା। ଜବାବରେ ୩ ୱିକେଟ୍‌ ହରାଇ ଏହି ବିଜୟ ଲକ୍ଷ୍ୟ ହାସଲ କରିଥିଲା ଭାରତ।

 

You might also like