ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦ ମ୍ୟାଚ୍

ବେଙ୍ଗାଲୁରୁ  : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଦ୍ୱିତୀୟ ତଥା ଶେଷ ଟି-୨୦ ମ୍ୟାଚ୍‌ ଖେଳାଯିବ। ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିଅମ୍‌ରେ ଏହି ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ଜିତି ସିରିଜ୍‌କୁ ବରାବର କରିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ।

୨ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିଜୟୀ ହୋଇ ୧-୦ରେ ଆଗୁଆ ରହିଛି। ତେବେ ଏହି ମ୍ୟାଚ୍‌ରେ ରୋଟେସନ ଭିତ୍ତିରେ ରୋହିତ ଶର୍ମାଙ୍କ ସ୍ଥାନରେ ଶିଖର ଧାଓ୍ୱନ ଓପନିଂ କରିବା ଯଥେଷ୍ଟ ସମ୍ଭାବନା ରହିଛି।

ପ୍ରଥମ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଥିବା କେଏଲ୍ ରାହୁଲଙ୍କୁ ଆଉ ଏକ ସୁଯୋଗ ଦେବ ଟିମ୍ ଇଣ୍ଡିଆ। ସେହିପରି ଦିନେଶ କାର୍ତ୍ତିକଙ୍କ ସ୍ଥାନରେ ଅଲରାଉଣ୍ଡର ବିଜୟ ଶଙ୍କରଙ୍କୁ ଦଳରେ ସ୍ଥାନ ମିଳିପାରେ। ଏହାସହ ଉମେଶ ଯାଦବଙ୍କ ସ୍ଥାନରେ ଟିମ୍‌କୁ ଫେରିପାରନ୍ତି ସିଦ୍ଧାର୍ଥ କୌଲ୍।

ଅନ୍ୟପଟେ ଅଷ୍ଟ୍ରେଲିଆ ଟିମ୍ ଆଜିର ମ୍ୟାଚ୍‌ ଜିତି ସିରିଜ କବ୍‌ଜା କରିବାକୁ ଚେଷ୍ଟା କରିବ।

ଆହୁରି ପଢ଼ନ୍ତୁ

ଦମ୍ ଦେଖାଇଲେ ରୋହିତ୍, କେକେଆରକୁ ୧୯୬ ରନ୍‌ର ଟାର୍ଗେଟ୍

ଆରମ୍ଭରୁ ଝଟ୍‌କା, ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର୍

ଧୋନିଙ୍କୁ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଆଇପିଏଲରେ ଡେବ୍ୟୁ କଲେ ଓଡ଼ିଆ ପୁଅ

ଚେନ୍ନାଇର ଜବରଦସ୍ତ କମବ୍ୟାକ୍, ୧୬୨ ରନରେ ଅଟକିଲା ଡିଫେଣ୍ଡିଂ ଚାମ୍ପିୟନ୍

ବାଜିଲା ଆଇପିଏଲ୍ ବିଗୁଲ୍‌, ଟସ୍ ଜିତିଲେ ଧୋନି

IPL 2020 Guidelines: ପ୍ରଥମଥର କଟକଣା ଭିତରେ ଆଇପିଏଲ୍, ଲାଗୁ ହେବ ଏହିସବୁ ନିୟମ

You might also like