ନ୍ୟୁଜିଲାଣ୍ଡକୁ ହରାଇ ଭାରତର ଓ୍ୱାନ୍ ଡେ’ ସିରିଜ୍ ବିଜୟ

ମାଉଣ୍ଟ ମାଙ୍ଗାନୁଇ : ନ୍ୟୁଜିଲାଣ୍ଡ ବିପକ୍ଷ ଓ୍ୱାନ୍ ଡେ ସିରିଜ୍‌କୁ ୩-୦ରେ ଆଗୁଆ କବ୍‌ଜା କଲା ଟିମ୍ ଇଣ୍ଡିଆ।  ୧୦ ବର୍ଷ ମଧ୍ୟରେ ଏହା ହେଉଛି ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ପ୍ରଥମ ଦ୍ୱିପାକ୍ଷିକ ଦିନିକିଆ ସିରିଜ୍‌ ବିଜୟ।

ବେ-ଓଭାଲରେ ଖେଳା ଯାଇଥିବା ତୃତୀୟ ମ୍ୟାଚ୍‌ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ। ୨୪୩ ରନ୍‌ରେ ଅଲ୍ଆଉଟ ହୋଇ ଯାଇଥିଲା। ଜବାବରେ ରୋହିତ ଶର୍ମା ଓ କ୍ୟାପଟେନ୍ କୋହଲି ଅର୍ଦ୍ଧଶତକ ସହ ସ୍କୋରକୁ ବିଜୟ ପାଖାପାଖି ନେଇଥିଲେ।

ଅମ୍ବାତି ରାଇଡୁ ୪୦ ଓ ଦିନେଶ କାର୍ତ୍ତିକ ୩୮ ରନ୍ କରି ନଟ୍ ଆଉଟ୍ ରହିଥିଲେ।  ୪୩ ଓଭରରେ ମାତ୍ର ୩ଟି ଓ୍ୱିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା ବିରାଟ ବ୍ରିଗେଡ୍। ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍‌ର ଚତୁର୍ଥ ମ୍ୟାଚ୍ ୩୧ତାରିଖରେ ଖେଳାଯିବ।

ଆହୁରି ପଢ଼ନ୍ତୁ

ଓଡ଼ିଶାର ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର

ଟ୍ରେନିଂ ସରିଲା, କାଶ୍ମୀରରୁ ଫେରିଲେ ଧୋନି

ଇଣ୍ଡିଆନ୍ ଗ୍ରାଁ ପ୍ରି-୫: ୧୦୦ ମିଟରରେ ସ୍ୱର୍ଣ୍ଣ ଜିତିଲେ ଦୂତୀ

ରବି ଶାସ୍ତ୍ରୀ ପୁଣି ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ତୃତୀୟ ଦିନିକିଆ ବି ଭାରତ ଜିତିଲା; ସଚିନଙ୍କଠାରୁ ଆଉ ମାତ୍ର ୬ଟି ଶତକ ପଛରେ କୋହଲି

ଦେଶବାସୀଙ୍କୁ ଏମିତି ଢଙ୍ଗରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ କ୍ରିକେଟ୍‌ ଷ୍ଟାର୍

ତୃତୀୟ ଦିନିକିଆ: ଗେଲ୍ ଝଡ଼ ପରେ ବର୍ଷାର ଆଗମନ

ପୂର୍ଣ୍ଣିମା ଓ ଜଉନାଙ୍କୁ ପ୍ରତାରଣା!

ତୃତୀୟ ଦିନିକିଆ: ଟସ୍ ଜିତି ୱେଷ୍ଟଇଣ୍ଡିଜର ବ୍ୟାଟିଂ ନିଷ୍ପତ୍ତି

ଶାରୀରିକ ଭିନ୍ନକ୍ଷମ ଟି-୨୦: ଇଂଲଣ୍ଡକୁ ନିଜ ମାଟିରେ ହରାଇ ଚାମ୍ପିୟନ୍‌ ହେଲା ଭାରତ

ଆଜି ଦିନିକିଆ ସିରିଜର ଶେଷ ମ୍ୟାଚ୍

ଯୁବ ତ୍ରିରାଷ୍ଟ୍ରୀୟ ସିରିଜ୍ ଜିତିଲା ଭାରତ

You might also like