କିଙ୍ଗଷ୍ଟନ ଟେଷ୍ଟରେ ୱେଷ୍ଟଇଣ୍ଡିଜର ବିପର୍ଯ୍ୟୟ ; ୧୧୭ ରନରେ ଅଲ୍‌ ଆଉଟ

କିଙ୍ଗଷ୍ଟନ : କିଙ୍ଗଷ୍ଟନ ଟେଷ୍ଟରେ ୱେଷ୍ଟଇଣ୍ଡିଜର ବିପର୍ଯ୍ୟୟ। ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୧୭ ରନ୍‌ରେ ଅଲ୍‌ ଆଉଟ୍‌ ହୋଇଯାଇଛି ଘରୋଇ ଦଳ। ଭାରତ ପ୍ରଥମ ପାଳିରେ ୪୧୬ ରନ କରିଥିବା ବେଳେ ୱେଷ୍ଟଇଣ୍ଡିଜ ୨୯୯ ରନ ପଛରେ ରହିଛି।

ବୁମରାଙ୍କ ଘାତକ ବୋଲିଂରେ ଧରାଶାୟୀ ହୋଇଛି କାରବିୟାନ ଟିମ୍‌।  ବୁମରା ସର୍ବାଧିକ ୬ଟି ୱିକେଟ ପାଇଥିବା ବେଳେ ମହମ୍ମଦ ସାମି ୨ଟି ଓ୍ୱିକେଟ ନେଇଛନ୍ତି।  ପ୍ରଥମ ଟେଷ୍ଟ ଜିତି ଭାରତ ୧-୦ରେ ସିରିଜ୍ ଆଗୁଆ ରହିଛି। ତେଣୁ ଏହି ମ୍ୟାଚ୍ ଜିତି ସିରିଜକୁ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ।

ଆହୁରି ପଢ଼ନ୍ତୁ

ଆଜି ଆରସିବି ଏବଂ କେକେଆର ମୁହାଁମୁହିଁ

ପଞ୍ଜାବଠାରୁ ହାରିବା ଆମ ଆଖି ଖୋଲିବା ସହ ସମାନ, ଆମକୁ ଅଧିକ ଦାୟୀତ୍ୱବାନ ହେବାକୁ ପଡ଼ିବ: ଶ୍ରେୟସ

ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ

‘ଆଉ କେତେ ଦୁଃଖୀ କରିବ ଧୋନି ଭାଇ !’ CSKକୁ ଟ୍ରୋଲ କଲେ ୟୁଜର୍ସ

ରାଜସ୍ଥାନକୁ ୧୨୬ ରନ୍‌ର ଟର୍ଗେଟ ଦେଲା ଧୋନି ବାହିନୀ

ଆଜି ଚେନ୍ନାଇ ଏବଂ ରାଜସ୍ଥାନ ମଧ୍ୟରେ ଟକ୍କର, ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତି

ପବନରେ ଉଡ଼ି ମୟଙ୍କ ଅଗ୍ରୱାଲ ଧରିଲେ ଏମିତି କ୍ୟାଚ୍‌…ଭିଡିଓ ଭାଇରାଲ

IPL 2020: ମାତ୍ର ୩ ଇଞ୍ଚର ଦୂରତା ପାଇଁ ଖେଳିବାକୁ ପଡ଼ିଲା ୨ଟି ସୁପର ଓଭର

ପଞ୍ଜାବକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ମୁମ୍ୱାଇ

ରୋମାଞ୍ଚକର ମ୍ୟାଚ୍‌କୁ ଜିତି ନେଲା କୋଲକାତା

ହାଇଦ୍ରାବାଦକୁ ୧୬୪ ରନ୍‌ର ଟାର୍ଗେଟ ଦେଲା କେକେଆର

ଡିଡିସିଏର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରୋହନ ଜେଟଲୀ

You might also like