କିଙ୍ଗଷ୍ଟନ ଟେଷ୍ଟ ଜିତି କ୍ଲିନ୍ ସୁଇପ୍ କଲା ଟିମ୍ ଇଣ୍ଡିଆ

କିଙ୍ଗଷ୍ଟନ  : କିଙ୍ଗଷ୍ଟନ ଟେଷ୍ଟ ଜିତି କ୍ଲିନ୍ ସୁଇପ୍ କରିଛି ଟିମ୍ ଇଣ୍ଡିଆ। ୨୫୭ ରନ୍‌ର ବଡ଼ ବ୍ୟବଧାନରେ ଭାରତ କାରିବିଆନ୍ ଟିମ୍‌କୁ ପରାସ୍ତ କରିଛି।

୪୬୮ ରନ ବିଜୟ ଲକ୍ଷ୍ୟ ପିଛା କରିଥିବା ୱେଷ୍ଟଇଣ୍ଡିଜ ମାତ୍ର ୨୧୦ ରନ୍ କରି ଅଲଆଉଟ୍ ହୋଇଥିଲା। ପ୍ରଥମ ଇନିଂସରେ ଶତକ ଓ ଦ୍ୱିତୀୟ ଇନିଂସରେ ଅପରାଜିତ ୫୩ ରନ୍ କରିଥିବା ହନୁମା ବିହାରୀ ମ୍ୟାନ୍ ଅଫ୍ ଦି ମ୍ୟାଚ୍‌ ହୋଇଥିଲେ। ମହମ୍ମଦ ସାମି ଓ ରବୀନ୍ଦ୍ର ଜାଡ଼େଜା ଘାତକ ବୋଲିଂ କରି ୩ଟି ଲେଖାଏଁ ୱିକେଟ୍ ନେଇଥିଲେ। ତେବେ ଅଧିନାୟକ ଭାବେ ଭାରତକୁ ସର୍ବାଧିକ ଟେଷ୍ଟରେ ଜିତାଇ ଧୋନିଙ୍କ ରେକର୍ଡ ଭାଙ୍ଗିଛନ୍ତି ବିରାଟ କୋହଲି।

ଆହୁରି ପଢ଼ନ୍ତୁ

ଜାରିହେଲା ଅଷ୍ଟ୍ରେଲିଆ-ଭାରତ ସିରିଜର ଖେଳସୂଚୀ

IPL 2020: ଦିଲ୍ଲୀ କ୍ୟାପିଟାଲ୍ସର ହାଟ୍ରିକ୍‌ ହାର, କ୍ୟାପ୍‌ଟେନ ଶ୍ରେୟାସ କହିଲେ…

୮ ୱିକେଟ୍‌ରେ କେକେଆରକୁ ମାତ୍‌ ଦେଲା ପଞ୍ଜାବ

ପଞ୍ଜାବକୁ ୧୫୦ ରନ୍‌ର ଟାର୍ଗେଟ୍‌ ଦେଲା କୋଲକାତା

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା

ଶାରଜାରେ ଆଜି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌, ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ପଞ୍ଜାବ

କ୍ରମାଗତ ନୈରାଶଜନକ ବ୍ୟାଟିଂକୁ ନେଇ କଣ କହିଲେ ସଞ୍ଜୁ ସାମ୍‌ସନ ?

ଆଇପିଏଲ ଇତିହାସରେ ପ୍ରଥମ ! ପ୍ଲେଅଫରୁ ବାହାରିଲା CSK

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କପିଲ ଦେବ

୧୨୭ ରନ୍‌ର ଟାର୍ଗେଟ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

ହସ୍ପିଟାଲ୍‌ ବେଡ୍‌ରେ ଅସୁସ୍ଥ କପିଲ୍ ଦେବ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ମୁମ୍ବାଇକୁ ୧୧୫ ରନ୍‌ର ଟାର୍ଗେଟ୍‌ ଦେଲା ଚେନ୍ନାଇ

You might also like