ପଦ୍ମ ଧରିଲେ ଜାଡେଜାଙ୍କ ପତ୍ନୀ

ଜାମନଗର: ଭାରତୀୟ କ୍ରିକେଟ୍‌ ଟିମ୍‌ର ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିୱାବା ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗରରେ ଗୁଜରାଟ କୃଷି ମନ୍ତ୍ରୀ ଆରସି ଫାଲଡୁ ଏବଂ ସାଂସଦ ପୁନ ମଦାମଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି।

ସାଧାରଣ ନିର୍ବାଚନ ପୂର୍ବରୁ ରାୱବା ବିଜେପିରେ ସାମିଲ ହେବା ଦଳ ପାଇଁ ଲାଭଦାୟକ ହେବ ବୋଲି ରାଜ୍ୟ ନେତୃବୃନ୍ଦ ଆଶା ରଖିଛନ୍ତି। ବିଶେଷ କରି ଯୁବପୀଢ଼ିଙ୍କୁ ଦଳ ପ୍ରତି ଆକୃଷ୍ଟ କରିବାରେ ରାୱାବାଙ୍କ ଯୋଗଦାନ ସହାୟକ ହେବ।

ସୂଚନାଯୋଗ୍ୟ, ଗତ ସପ୍ତାହରେ ବହୁଜନ ସମାଜ ପାର୍ଟୀ ଏବଂ ସମାଜପାଦୀ ପାର୍ଟୀର ବହୁ ନେତା ବିଜେପିରେ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ

ଦମ୍ ଦେଖାଇଲେ ରୋହିତ୍, କେକେଆରକୁ ୧୯୬ ରନ୍‌ର ଟାର୍ଗେଟ୍

ଆରମ୍ଭରୁ ଝଟ୍‌କା, ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର୍

ଧୋନିଙ୍କୁ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଆଇପିଏଲରେ ଡେବ୍ୟୁ କଲେ ଓଡ଼ିଆ ପୁଅ

ଚେନ୍ନାଇର ଜବରଦସ୍ତ କମବ୍ୟାକ୍, ୧୬୨ ରନରେ ଅଟକିଲା ଡିଫେଣ୍ଡିଂ ଚାମ୍ପିୟନ୍

ବାଜିଲା ଆଇପିଏଲ୍ ବିଗୁଲ୍‌, ଟସ୍ ଜିତିଲେ ଧୋନି

IPL 2020 Guidelines: ପ୍ରଥମଥର କଟକଣା ଭିତରେ ଆଇପିଏଲ୍, ଲାଗୁ ହେବ ଏହିସବୁ ନିୟମ

You might also like