ଆଇପିଏଲ୍ ମହାସମର: ଫାଇନାଲରେ ଚେନ୍ନାଇ-ହାଇଦ୍ରାବାଦ ଟକ୍କର

ନୂଆଦିଲ୍ଲୀ: ଆଇପିଏଲ -୧୧ ଫାଇନାଲ୍‌ରେ ହେବ ଚେନ୍ନାଇ-ହାଇଦ୍ରାବାଦ ଟକ୍କର।  ଗତକାଲି ଦ୍ୱିତୀୟ କ୍ୱାଲିଫାୟରରେ କୋଲକାତା ନାଇଟ୍ ରାଇଡର୍ସକୁ ୧୩ ରନ୍‌ରେ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ।

ଇଡ଼େନ୍ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭର୍‌ରେ ୭ ଓ୍ୱିକେଟ୍ ହରାଇ ୧୭୪ ରନ୍ ସଂଗ୍ରହ କରିଥିଲା।  ଏହାପରେ ୧୭୫ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ୨୦ ଓଭର୍‌ରେ ୯ ଓ୍ୱିକେଟ୍ ବିନିମୟରେ ୧୬୧ ରନ୍ ସଂଗ୍ରହ କରିବାରେ ସମର୍ଥ ହୋଇଥିଲା କୋଲକାତା।

ଆସନ୍ତାକାଲି ମୁମ୍ବାଇ ଓ୍ୱାଙ୍ଖଡ଼େ ଷ୍ଟାଡିୟମ୍‌ରେ ଫାଇନାଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ

ପ୍ରଥମଥର କଟକଣା ଭିତରେ ଆଇପିଏଲ୍, ଲାଗୁ ହେବ ଏହିସବୁ ନିୟମ

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଶୋଇଥିବା ଅବସ୍ଥାରେ ଚାଲିଗଲା ପୂର୍ବତନ କ୍ରିକେଟରଙ୍କ ଜୀବନ

ଆଶୀର୍ବାଦ ବେହେରାଙ୍କୁ କ୍ଲିନ୍ ଚିଟ୍

‘ଫିଟ୍ ଇଣ୍ଡିଆ ଫ୍ରୀଡମ୍ ରନ୍’‌ରେ ଭାଗ ନେଲେ ଜାତୀୟ ଖେଳାଳି

ଫିକ୍ସିଂ ଅଭିଯୋଗରେ ୨ କ୍ରିକେଟର୍ ସସପେଣ୍ଡ୍

ସରିଲା କ୍ରିକେଟର୍ ଶ୍ରୀସନ୍ଥଙ୍କ ବାସନ୍ଦାଦେଶ

ହଟିଲେ ବାବର, ମଲାନ୍ ନୂଆ ନମ୍ବର ୱାନ୍ ଟି-୨୦ ବ୍ୟାଟ୍ସମ୍ୟାନ୍

ସରିଲା ଅପେକ୍ଷା, ଜାରି ହେଲେ ଆଇପିଏଲ୍ ସିଡ୍ୟୁଲ୍

ବଲରେ ସାନିଟାଇଜର୍ ଲଗାଇ ସସ୍‌ପେଣ୍ଡ୍‌ ହେଲେ ଏହି ବୋଲର୍

ଆସନ୍ତାକାଲି ଜାରି ହେବ ଆଇପିଏଲ୍ କାର୍ଯ୍ୟସୂଚୀ

You might also like