ଆଇପିଏଲ୍‌ ୨୦୧୯: ଫାଇନାଲ୍‌ରେ ଚେନ୍ନାଇ-ମୁମ୍ବାଇ ମଧ୍ୟରେ ହେବ କଡ଼ା ଟକ୍କର

ନୂଆଦିଲ୍ଲୀ: ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଡିଫେଣ୍ଡିଂ ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ଫାଇନାଲରେ ପ୍ରବେଶ କରିଛି। ବିଶାଖାପଟଣାରେ ଖେଳାଯାଇଥିବା ଦ୍ୱିତୀୟ କ୍ୱାଲିଫାୟର୍‌ ମ୍ୟାଚ୍‌ରେ ଚେନ୍ନାଇ ୬ ଓ୍ୱିକେଟରେ ବିଜୟୀ ହୋଇଛି।

ପୂର୍ବରୁ ଫାଇନାଲ୍‌ରେ ପ୍ରବେଶ କରିଥିବା ମୁମ୍ବାଇ ଇଣ୍ଡିଆନ୍ସକୁ ଚେନ୍ନାଇ ଭେଟିବ। ଗତକାଲି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ କ୍ୟାପିଟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୧୪୭ ରନ କରିଥିଲା।  ଏହାର ଜବାବରେ ଚେନ୍ନାଇ ମାତ୍ର ୪ ଓ୍ୱିକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଟିମ୍‌  ଦଳ ପକ୍ଷରୁ ଫାଫ୍ ଡୁ ପ୍ଲେସିସ୍‌ ଓ ସେନ୍ ଓ୍ୱାଟ୍‌ସନ୍‌ ୫୦ ରନ ଲେଖାଏ ସ୍କୋର କରିଥିଲେ।

ଆସନ୍ତାକାଲି ହାଇଦ୍ରାବାଦରେ ଫାଇନାଲ୍‌ ମ୍ୟାଚ୍‌ ଖେଳାଯିବ।  ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱି ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହେବ ଟାଇଟଲ୍‌ ଟକ୍କର।

ଆହୁରି ପଢ଼ନ୍ତୁ

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଆଇପିଏଲରେ ଡେବ୍ୟୁ କଲେ ଓଡ଼ିଆ ପୁଅ

ଚେନ୍ନାଇର ଜବରଦସ୍ତ କମବ୍ୟାକ୍, ୧୬୨ ରନରେ ଅଟକିଲା ଡିଫେଣ୍ଡିଂ ଚାମ୍ପିୟନ୍

ବାଜିଲା ଆଇପିଏଲ୍ ବିଗୁଲ୍‌, ଟସ୍ ଜିତିଲେ ଧୋନି

ପ୍ରଥମଥର କଟକଣା ଭିତରେ ଆଇପିଏଲ୍, ଲାଗୁ ହେବ ଏହିସବୁ ନିୟମ

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଶୋଇଥିବା ଅବସ୍ଥାରେ ଚାଲିଗଲା ପୂର୍ବତନ କ୍ରିକେଟରଙ୍କ ଜୀବନ

You might also like