ଗାଙ୍ଗୁଲିଙ୍କୁ ପଛରେ ପକାଇ ଇତିହାସ ରଚିଲେ ବିରାଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଟଇମ୍‌ ୬ଟିକିଆ ଦିନିକିଆ ସିରିଜର ପ୍ରଥମ ୩ଟି ମ୍ୟାଚ୍‌ ଜିତି ସାରିଛି। ଏହି ୩ଟି ମ୍ୟାଚରୁ ବିରାଟ କୋହଲି ୨ଟି ଶତକ ହାସଲ କରିସାରିଛନ୍ତି।

ଅଧିନାୟକ ଭାବେ ଦକ୍ଷିଣ ଆଫ୍ରିକାରେ ବିରାଟ ପ୍ରଥମ ଖେଳାଳି ଭାବେ ସର୍ବାଧିକ ଶତକ ଲଗାଇଛନ୍ତି। ଏହାସହ ବିରାଟ ୪ର୍ଥ ଖେଳାଳି ଭାବେ ଗୋଟିଏ ସିରିଜରେ ଦକ୍ଷିଣ ଆଫ୍ରିକାରେ ଏକାଧିକ ଶତକ ହାସଲ କରିଛନ୍ତି। ପୂର୍ବରୁ କେଭିନ ପିଟରସନଙ୍କ ନାଁରେ ଗୋଟିଏ ସିରିଜରେ ଦକ୍ଷିଣ ଆଫ୍ରିକାରେ ୩ଟି ଶତକ ହାସଲ କରିବାର ରେକର୍ଡ ଥିଲା। ଅଧିନାୟକ ଭାବେ ସର୍ବାଧିକ ଶତକ ହାସଲ କରିବାର ରେକର୍ଡ ବିରାଟ ନିଜ ନାଁରେ କରିଛନ୍ତି। ଏହି ମାମଲାରେ ସେ ସୌରଭ ଗାଙ୍ଗୁଲିଙ୍କୁ ପଛରେ ପକାଇ ଦେଇଛନ୍ତି। ଗାଙ୍ଗୁଲି ଅଧିନାୟକ ଭାବେ ୧୧ଟି ଶତକ ହାସଲ କରିଥିବା ବେଳେ ବିରାଟ ୧୨ଟି ଶତକ ହାସଲ କରି ତାଙ୍କ ରେକର୍ଡକୁ ଭାଙ୍ଗିଦେଇଛନ୍ତି।

ଆହୁରି ପଢ଼ନ୍ତୁ

୨୦୨୩କୁ ଘୁଞ୍ଚିଲା ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ

କାଳିପୂଜାରେ ଯୋଗ ଦେବା ପରେ ମିଳିଲା ହତ୍ୟା ଧମକ; କ୍ଷମା ମାଗିଲେ ବାଂଲାଦେଶ କ୍ରିକେଟ୍‌ କ୍ୟାପ୍ଟେନ୍ ଶାକିବ ଅଲ ହସନ

ପୂର୍ବତନ କ୍ରିକେଟରଙ୍କ ଆତ୍ମହତ୍ୟା

କ୍ରିକେଟର୍ କ୍ରୁନାଲ ପାଣ୍ଡ୍ୟାଙ୍କ ଠାରୁ ଜବତ ହେଲା ବହୁ ମୂଲ୍ୟର ହାତଘଣ୍ଟା

ଅଷ୍ଟ୍ରେଲିଆରେ ପହଞ୍ଚିଲା ବିରାଟ ବାହିନୀ

ଧୋନି କରିବେ କୁକୁଡ଼ା ଫାର୍ମ

ମୁମ୍ବାଇ ମୁଣ୍ଡରେ ଆଇପିଏଲ୍‌ ମହା ମୁକୁଟ

୧୫୭ ରନ୍‌ର ଟାର୍ଗେଟ୍‌ ନେଇ ପଡ଼ିଆକୁ ଓହ୍ଲାଇଲା ମୁମ୍ୱାଇ

IPL 2020: ଫାଇନାଲ ମ୍ୟାଚ୍‌ ପୂର୍ବରୁ ମୁମ୍ବାଇକୁ ଚେତାବନୀ ଦେଲେ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌

ଆଜି IPL ମହାସମର: ମୁହାଁମୁହିଁ ହେବେ ଦିଲ୍ଲୀ-ମୁମ୍ବାଇ

ଭାରତୀୟ ଟେଷ୍ଟ ଦଳରେ ସାମିଲ ହେଲେ ରୋହିତ୍, ଫେରିଆସିବେ ବିରାଟ !

୧୯୦ ରନ୍‌ର ଟାର୍ଗେଟ୍‌ ନେଇ ପଡ଼ିଆକୁ ଓହ୍ଲାଇଲା ହାଇଦ୍ରାବାଦ

You might also like