ଆଇପିଏଲ୍‌ରେ ଆଜି ହେବ ଫାଇନାଲ୍‌ ଫାଇଟ୍‌

ନୂଆଦିଲ୍ଲୀ: ଆଇପିଏଲ୍‌ରେ ଆଜି ହେବ ଫାଇନାଲ୍‌ ଫାଇଟ୍‌। ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱି ଚେନ୍ନାଇ ସୁପର୍‌ କିଙ୍ଗସ୍‌ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହେବ ଟାଇଟଲ ଟକ୍କର।

ହାଇଦ୍ରାବାଦରେ ଏହି ଫାଇନାଲ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ୍‌ ଚେନ୍ନାଇ ସୁପର କିଙ୍ଗସ୍‌ ପୁଣିଥରେ ଟାଇଟଲ ବଜାୟ ରଖିବାକୁ ଚେଷ୍ଟା କରିବ। ଧୋନୀ ନେତୃତ୍ୱାଧିନ ଚେନ୍ନାଇ କ୍ୱାଲିଫାୟର ମ୍ୟାଚ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ଟାଇଟଲ ଦାବିଦାର ରହିଛି।

ଚେନ୍ନାଇ ସୁପର୍‌ କିଙ୍ଗସ୍‌ ଫାଇନାଲରେ ବେଶ ଭଲ ପ୍ରଦର୍ଶନ କରିଆସିଛି। ଅନ୍ୟପଟେ ଚେନ୍ନାଇକୁ ପରାସ୍ତ କରିବା ପାଇଁ ହେଲେ ମୁମ୍ବାଇ ଇଣ୍ଡିଆନ୍ସକୁ ବେଶ ପରିଶ୍ରମ କରିବ।

ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ମଧ୍ୟ ଚଳିତ ବର୍ଷ ବେଶ ଭଲ ପ୍ରଦର୍ଶନ କରିଆସୁଛି। ଉଭୟ ଦଳ ତିନି ତିନି ଥର ଟାଇଟଲ ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାର ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର

ଟ୍ରେନିଂ ସରିଲା, କାଶ୍ମୀରରୁ ଫେରିଲେ ଧୋନି

ଇଣ୍ଡିଆନ୍ ଗ୍ରାଁ ପ୍ରି-୫: ୧୦୦ ମିଟରରେ ସ୍ୱର୍ଣ୍ଣ ଜିତିଲେ ଦୂତୀ

ରବି ଶାସ୍ତ୍ରୀ ପୁଣି ହେଲେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ତୃତୀୟ ଦିନିକିଆ ବି ଭାରତ ଜିତିଲା; ସଚିନଙ୍କଠାରୁ ଆଉ ମାତ୍ର ୬ଟି ଶତକ ପଛରେ କୋହଲି

ଦେଶବାସୀଙ୍କୁ ଏମିତି ଢଙ୍ଗରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ କ୍ରିକେଟ୍‌ ଷ୍ଟାର୍

ତୃତୀୟ ଦିନିକିଆ: ଗେଲ୍ ଝଡ଼ ପରେ ବର୍ଷାର ଆଗମନ

ପୂର୍ଣ୍ଣିମା ଓ ଜଉନାଙ୍କୁ ପ୍ରତାରଣା!

ତୃତୀୟ ଦିନିକିଆ: ଟସ୍ ଜିତି ୱେଷ୍ଟଇଣ୍ଡିଜର ବ୍ୟାଟିଂ ନିଷ୍ପତ୍ତି

ଶାରୀରିକ ଭିନ୍ନକ୍ଷମ ଟି-୨୦: ଇଂଲଣ୍ଡକୁ ନିଜ ମାଟିରେ ହରାଇ ଚାମ୍ପିୟନ୍‌ ହେଲା ଭାରତ

ଆଜି ଦିନିକିଆ ସିରିଜର ଶେଷ ମ୍ୟାଚ୍

ଯୁବ ତ୍ରିରାଷ୍ଟ୍ରୀୟ ସିରିଜ୍ ଜିତିଲା ଭାରତ

You might also like