ଆଜିଠାରୁ ଶ୍ରୀଲଙ୍କାରେ ଆରମ୍ଭ ହେବ ନିଦହାସ ଟି ଟ୍ୱେଣ୍ଟି ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ: ଆଜିଠାରୁ ଶ୍ରୀଲଙ୍କାରେ ଆରମ୍ଭ ହେବାକୁ ଯାଉଛି ନିଦହାସ ଟି ଟ୍ୱେଣ୍ଟି ଟୁର୍ଣ୍ଣାମେଣ୍ଟଅ। ଆଜି ପ୍ରେମଦାସା ଷ୍ଚାଡିଅମରେ ଆୟୋଜକ ଶ୍ରୀଲଙ୍କା ଓ ଭାରତ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳାଯିବ।

ତୃତୀୟ ଦଳ ଭାବେ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଛି ବାଂଲାଦେଶ। ପ୍ରତି ଦଳ ୪ଟି ଲେଖାଏଁ ମ୍ୟାଚ୍ ଖେଳିବେ। ଶ୍ରେଷ୍ଠ ଦୁଇ ଦଳ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଖେଳାଯିବ।

ତେବେ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ଟିମ୍ ଇଣ୍ଡିଆରେ ଅଧିକାଂଶ ଷ୍ଟାର ଖେଳାଳି ନାହାନ୍ତି ଧୋନି, କୋହଲି, ପାଣ୍ଡିୟା, ଭୁବନେଶ୍ୱର କୁମାର ଓ ବୁମରାହ ଭଳି ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି।

ଦଳର ନେତୃତ୍ୱ ନେବେ ରୋହିତ ଶର୍ମା ତଥାପି ଷ୍ଟାର ବିହୀନ ଏହି ଟିମ୍ ଇଣ୍ଡିଆକୁ ଟୁର୍ଣ୍ଣାମେଣ୍ଟର ଫେଭରିଟ୍ ମନେ କରାଯାଉଛି। ବିଜୟ ଶଙ୍କର, ଓ୍ୱାସିଂଟନ୍ ସୁନ୍ଦର, ଦୀପକ ହୁଜା, ରିଷଭ ପନ୍ତ ଓ ମହମ୍ମଦ ସିରାଜଙ୍କ ଭଳି ନୂଆ ଖେଳାଳିଙ୍କୁ ନିଜ ପ୍ରଦର୍ଶନ ଦେଖାଇବା ପାଇଁ ଏହା ଶ୍ରେଷ୍ଠ ସୁଯୋଗ।

ଆହୁରି ପଢ଼ନ୍ତୁ

ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଗାଭାସ୍କରଙ୍କୁ ମୁହଁତୋଡ଼ ଜବାବ ଦେଲେ ବିରାଟ୍ କୋହଲିଙ୍କ ପତ୍ନୀ

ଆଇପିଏଲ୍‌ରେ ବର୍ଷିଲା ରାହୁଲଙ୍କ ବ୍ୟାଟ୍, ୬୯ ବଲ୍‌ରେ ୧୩୨* ରନ୍

ବିରାଟ୍‌ କୋହଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶ୍ନ, ‘ଏତେ ଫିଟ୍ କେମିତି ରହୁଛ’

ପରଲୋକରେ ଅଷ୍ଟ୍ରେଲିଆର ମହାନ୍ କ୍ରିକେଟର୍ ଡିନ୍ ଜୋନ୍ସ

ଦମ୍ ଦେଖାଇଲେ ରୋହିତ୍, କେକେଆରକୁ ୧୯୬ ରନ୍‌ର ଟାର୍ଗେଟ୍

ଆରମ୍ଭରୁ ଝଟ୍‌କା, ଆଇପିଏଲରୁ ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର୍

ଧୋନିଙ୍କୁ ଦେଖିବା ମାତ୍ରକେ ହାତ ଯୋଡ଼ି ନମସ୍କାର କଲେ ଏହି ଯୁବ କ୍ରିକେଟର୍

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

IPL 2020 News: କାହା ପାଇଁ ପଲଟିଲା ବାଜି, ଜବାବ ଦେଲେ ବିରାଟ୍ କୋହଲି

ଭୋଜପୁରୀ ଗୀତରେ ଧମାଲ୍ କଲେ ଗେଲ୍

IPL 2020 News: ଦମ୍ ଦେଖାଇଲେ ଷ୍ଟୋଇନିସ୍, ପଞ୍ଜାବକୁ ୧୫୮ ରନର ଟାର୍ଗେଟ୍

You might also like