କ୍ରୀଡ଼ା ଜଗତର ବିଭିନ୍ନ ପୁରସ୍କାର ପ୍ରଦାନ ଆଜି; ଅର୍ଜୁନ ପୁରସ୍କାର ପାଇବେ ଓଡ଼ିଆ ଖେଳାଳି ପ୍ରମୋଦ ଭଗତ

ଭୁବନେଶ୍ୱର: ଜାତୀୟ କ୍ରୀଡ଼ା ଦିବସ ଅବଶରରେ ଆଜି ନୂଆଦିଲ୍ଲୀରେ କ୍ରୀଡ଼ାଜଗତର ବିଭିନ୍ନ ପୁରସ୍କାର ପ୍ରଦାନ କରାଯିବ। ରାଜୀବ ଗାନ୍ଧି ଖେଳରତ୍ନ ସହିତ ଅର୍ଜୁନ ପୁରସ୍କାର ଓ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଦିଆଯିବ।

ଏଥିରେ ଅର୍ଜୁନ ପୁରସ୍କାର ପାଇବେ ଓଡ଼ିଆ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ। ତା ଆଗରୁ ଭୁବନେଶ୍ୱରରେ ପ୍ରମୋଦ ଭଗତଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ପ୍ରମୋଦ ଭଗତଙ୍କ ଅନୁପସ୍ଥିତିରେ ତାଙ୍କ ସାଥୀ ଖେଳାଳି ପାରା ବ୍ୟାଡମିଣ୍ଟନ ଦିଲେଶ୍ୱର ରାଓ ଏହି ପୁରସ୍କାର ଗ୍ରହଣ କରିଛନ୍ତି। କିଛି ଦିନ ତଳେ ସୁଇଜରଲାଣ୍ଡରେ ଅନୁଷ୍ଠିତ ବିଶ୍ୱପାରା ବ୍ୟାଡମିଣ୍ଟନର ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ସ୍ୱର୍ଣ୍ଣପଦକ ହାସଲ କରିଥିଲେ ପ୍ରମୋଦ ଭଗତ।

ଆହୁରି ପଢ଼ନ୍ତୁ

ଆଜି ଆରସିବି ଏବଂ କେକେଆର ମୁହାଁମୁହିଁ

ପଞ୍ଜାବଠାରୁ ହାରିବା ଆମ ଆଖି ଖୋଲିବା ସହ ସମାନ, ଆମକୁ ଅଧିକ ଦାୟୀତ୍ୱବାନ ହେବାକୁ ପଡ଼ିବ: ଶ୍ରେୟସ

ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ

‘ଆଉ କେତେ ଦୁଃଖୀ କରିବ ଧୋନି ଭାଇ !’ CSKକୁ ଟ୍ରୋଲ କଲେ ୟୁଜର୍ସ

ରାଜସ୍ଥାନକୁ ୧୨୬ ରନ୍‌ର ଟର୍ଗେଟ ଦେଲା ଧୋନି ବାହିନୀ

ଆଜି ଚେନ୍ନାଇ ଏବଂ ରାଜସ୍ଥାନ ମଧ୍ୟରେ ଟକ୍କର, ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତି

ପବନରେ ଉଡ଼ି ମୟଙ୍କ ଅଗ୍ରୱାଲ ଧରିଲେ ଏମିତି କ୍ୟାଚ୍‌…ଭିଡିଓ ଭାଇରାଲ

IPL 2020: ମାତ୍ର ୩ ଇଞ୍ଚର ଦୂରତା ପାଇଁ ଖେଳିବାକୁ ପଡ଼ିଲା ୨ଟି ସୁପର ଓଭର

ପଞ୍ଜାବକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ମୁମ୍ୱାଇ

ରୋମାଞ୍ଚକର ମ୍ୟାଚ୍‌କୁ ଜିତି ନେଲା କୋଲକାତା

ହାଇଦ୍ରାବାଦକୁ ୧୬୪ ରନ୍‌ର ଟାର୍ଗେଟ ଦେଲା କେକେଆର

ଡିଡିସିଏର ଅଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରୋହନ ଜେଟଲୀ

You might also like