ଟସ୍ ଜିତି ବ୍ୟାଟିଙ୍ଗ୍ ନିଷ୍ପତ୍ତି ନେଲା ଆର୍‌ସିବି

ଦୁବାଇ: ଆଇପିଏଲର ୨୫ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ ମୁହାଁମୁହିଁ ହେଉଛନ୍ତି । ଏହି ମ୍ୟାଚ୍‌ରେ ବିରାଟ କୋହଲି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଚେନ୍ନାଇ ପ୍ରଥମେ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇବ।

ଏ ପର୍ଯ୍ୟନ୍ତ ବାଙ୍ଗାଲୋର ୫ଟି ମ୍ୟାଚ୍‌ରୁ ୩ଟି ଜିତି ପଏଣ୍ଟ ଟେବୁଲର ୫ମ ସ୍ଥାନରେ ରହିଛି ଏବଂ ଚେନ୍ନାଇ ୬ଟି ମ୍ୟାଚ୍‌ ଖେଳି ୪ଟିରେ ପରାସ୍ତ ହୋଇଛି। ସେହିପରି ପଏଣ୍ଟ ଟେବୁଲର ୬ ନମ୍ୱର ସ୍ଥାନରେ ରହିଛି ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ।

ଚେନ୍ନାଇ ଆଜି ଶେଷରେ ଚୂଡ଼ାନ୍ତ ଏକାଦଶରୁ କେଦାର ଯାଦବଙ୍କୁ ବାଦ୍‌ ଦେଇଛି। ତାଙ୍କ ବଦଳରେ ଏନ ଜଗଦୀଶାନଙ୍କୁ ସୁଯୋଗ ଦିଆଯାଇଛି।

ବାଙ୍ଗଲୋର ପାଇଁ ଚଳିତ ଆଇପିଏଲରେ ପ୍ରଥମ ଥର ପାଇଁ ଖେଳିବାକୁ ଯାଉଛନ୍ତି କ୍ରିସ୍‌ ମୋରିସ। ସେହିପରି ଚୂଡ଼ାନ୍ତ ଏକାଦଶକୁ ଗୁରଗକୀରତ ସିଂହଙ୍କ କମବ୍ୟାକ କରିଛନ୍ତି।

ଆହୁରି ପଢ଼ନ୍ତୁ

ଆଇପିଏଲ ବେଟିଂ; ଜବତ ହେଲା ବିପୁଳ ପରିମାଣର ଟଙ୍କା

ହାଇଦ୍ରାବାଦକୁ ୧୫୫ ରନ୍‌ର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ବାଙ୍ଗାଲୋରଠାରୁ କାହିଁକି ହାରିଲା ନାଇଟ ରାଇଡର୍ସ ? ଜାଣନ୍ତୁ ଖାସ୍‌ କାରଣ

ଆଜି ଆରସିବି ଏବଂ କେକେଆର ମୁହାଁମୁହିଁ

ପଞ୍ଜାବଠାରୁ ହାରିବା ଆମ ଆଖି ଖୋଲିବା ସହ ସମାନ, ଆମକୁ ଅଧିକ ଦାୟୀତ୍ୱବାନ ହେବାକୁ ପଡ଼ିବ: ଶ୍ରେୟସ

ପଞ୍ଚମ ଖେଳାଳି ଭାବେ IPLରେ ୫ ହଜାର ରନ୍‌ ପୂରଣ କଲେ ଧାୱନ

‘ଆଉ କେତେ ଦୁଃଖୀ କରିବ ଧୋନି ଭାଇ !’ CSKକୁ ଟ୍ରୋଲ କଲେ ୟୁଜର୍ସ

ରାଜସ୍ଥାନକୁ ୧୨୬ ରନ୍‌ର ଟର୍ଗେଟ ଦେଲା ଧୋନି ବାହିନୀ

ଆଜି ଚେନ୍ନାଇ ଏବଂ ରାଜସ୍ଥାନ ମଧ୍ୟରେ ଟକ୍କର, ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତି

ପବନରେ ଉଡ଼ି ମୟଙ୍କ ଅଗ୍ରୱାଲ ଧରିଲେ ଏମିତି କ୍ୟାଚ୍‌…ଭିଡିଓ ଭାଇରାଲ

IPL 2020: ମାତ୍ର ୩ ଇଞ୍ଚର ଦୂରତା ପାଇଁ ଖେଳିବାକୁ ପଡ଼ିଲା ୨ଟି ସୁପର ଓଭର

ପଞ୍ଜାବକୁ ୧୭୭ ରନ୍‌ର ଟାର୍ଗେଟ ଦେଲା ମୁମ୍ୱାଇ

You might also like